ବାଲିଅନ୍ତା ବ୍ଲକରେ ଭୀମଭୋଇ ସାମର୍ଥ୍ୟ ଶିବିର

ବାଲିଅନ୍ତା: ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶସ୍ତିକରଣ, ଓଡିଶା ସରକାରଙ୍କ ପକ୍ଷରୁ ବାଲିଅନ୍ତା ପଞ୍ଚାୟତ ସମିତି ଆନୁକୂଲ୍ୟରେ ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ବ୍ଲକ ଉନ୍ନୟନ ଅଧିକାରୀ ରଶ୍ମିତା ନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରକୁ ସ୍ଥାନୀୟ ବିଧାୟକ ନବକିଶୋର ମଲ୍ଲିକ ଉଦଘାଟନ କରିଥିଲେ l ଏଥିରେ ବ୍ଲକ ଅନ୍ତର୍ଭୁକ୍ତ ୧୬ ଗୋଟି ପଞ୍ଚାୟତରୁ ଦିବ୍ୟାଙ୍ଗ ମାନେ ନିଜ ନାମ ପଞ୍ଜିକରଣ କରିବା ସହ ଉପସ୍ଥିତ ଡାକ୍ତରଙ୍କ ଦ୍ୱାରା ବିଭିନ୍ନ… Continue reading ବାଲିଅନ୍ତା ବ୍ଲକରେ ଭୀମଭୋଇ ସାମର୍ଥ୍ୟ ଶିବିର

ଜୁଲାଇ ୧ରୁ ଦେଶରେ ଲାଗୁହେବ ନୂଆ ଅପରାଧ ଆଇନ

ନୂଆଦିଲ୍ଲୀ: ଭାରତୀୟ ଆଇନ ପ୍ରକ୍ରିୟାରେ ୩ଟି ନୂଆ ଫୌଜଦାରୀ ଆଇନ ଲାଗୁ ହେବାକୁ ଯାଉଛି । ଏହି ତିନୋଟି ନୂଆ ଅପରାଧିକ ନିୟମ ଜୁଲାଇ ପହିଲାରୁ କାର୍ଯ୍ୟକାରୀ ହେବ । ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି ।ଏହି ତିନି ଅପରାଧିକ ନିୟମ ହେଉଛି, ଭାରତ ନ୍ୟାୟ ସଂହିତା, ଭାରତୀୟ ନାଗାରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ । ବ୍ରିଟିଶ କାଳରୁ ଚାଲି ଆସିଥିବା ଇଣ୍ଡିଆନ ପେନାଲ କୋଡ (ଆଇପିସି)… Continue reading ଜୁଲାଇ ୧ରୁ ଦେଶରେ ଲାଗୁହେବ ନୂଆ ଅପରାଧ ଆଇନ

You cannot copy content of this page