ଦୋଷୀ ସାବ୍ୟସ୍ତ ହେଲା ଅଭିଯୁକ୍ତ ସଂଜୟ ରାୟ

କୋଲକାତା: କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦାହର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟ ତାକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆଜି ତାର ଦଣ୍ଡ ଶୁଣାଣି କରିବେ କୋର୍ଟ। କୋର୍ଟଙ୍କ ଏହି ରାୟ ଆସିବା ବେଳେ ମୃତ ଟ୍ରେନି ଡାକ୍ତରଙ୍କ ବାପା ସେଠାରେ ଉପସ୍ଥିତ ଥିଲେ। ଆପଣଙ୍କ ଉପରେ ମୋର ସଂପୂର୍ଣ୍ଣ ବିଶ୍ୱାସ… Continue reading ଦୋଷୀ ସାବ୍ୟସ୍ତ ହେଲା ଅଭିଯୁକ୍ତ ସଂଜୟ ରାୟ

ଆଶ୍ପାୟର୍ ଚାରିଟବଲ୍ ଟ୍ରସ୍ଟ ଓ ଆଶ୍ପାୟର୍ ହସ୍ପିଟାଲ୍ ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର

ଭୁବନେଶ୍ଵର: ଆସ୍କାୟାର ଚାରିଟେବୁଲ ଟ୍ରଷ୍ଟ, ଆସ୍ପାୟାର ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ ଭୁବନେଶ୍ଵର ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନର ସହଯୋଗରେ ପୁରୀଠାରେ ଏକବିଶାଳସ୍ଵାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା I ୩୧ ତାରିଖ ଦିନ ଆୟୋଜିତ ଏହି ସ୍ଵାସ୍ଥ୍ୟଶିବିରରେ ଶ୍ରୀମନ୍ଦିର ସେବାୟତ, କର୍ମଚାରୀ ଓ ସେମାନଙ୍କରପରିବାର ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହିତମାଗଣା ଔଷଧ ଦିଆଯାଇଥିଲା । ଏହି ସ୍ଵାସ୍ଥ୍ୟ ଶିବିରରେ ହସ୍ପିଟାଲର ଅଭିଜ୍ଞ ଡାକ୍ତରମାନେ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଏଥିପାଇଁ ଓଡ଼ିଶା ଏବଂ ଓଡ଼ିଶା ବାହାରେ ମଧ୍ୟ ଅନେକ… Continue reading ଆଶ୍ପାୟର୍ ଚାରିଟବଲ୍ ଟ୍ରସ୍ଟ ଓ ଆଶ୍ପାୟର୍ ହସ୍ପିଟାଲ୍ ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର

You cannot copy content of this page