ଦୁବାଇ ଆଇସିସି ମ୍ୟାଚରେ ପାକିସ୍ତାନକୁ ହରାଇ ଭାରତ ବିଜୟ

ଦୁବାଇ କ୍ରିକେଟ ଷ୍ଟାଡିୟମରେ ବିରାଟ କୋହଲିଙ୍କ ଚମତ୍କାର ଅପରାଜିତ ଶତକ ବଳରେ ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ରବିବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଛି। ୨ଟି ମ୍ୟାଚରୁ ଦ୍ୱିତୀୟ ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ପାକିସ୍ତାନ ୪୯.୪ ଓଭରରେ ୨୪୧ ରନ କରି ଅଲ୍ଆଉଟ ହୋଇଯାଇଥିଲା। ଜବାବରେ ବିରାଟ କୋହଲିଙ୍କ ଶତକ ଏବଂ ଶ୍ରେୟସ ଆୟରଙ୍କ ସହ ଶତକୀୟ ଭାଗୀଦାରି ବଳରେ ଭାରତ ୪୨.୩ ଓଭରରେ ୪ ଉଇକେଟ ହରାଇ… Continue reading ଦୁବାଇ ଆଇସିସି ମ୍ୟାଚରେ ପାକିସ୍ତାନକୁ ହରାଇ ଭାରତ ବିଜୟ

You cannot copy content of this page