ନୂଆଦିଲ୍ଲୀ: ସାଂସଦମାନଙ୍କ ୨୪ ପ୍ରତିଶତ ମାସିକ ଦରମା ବୃଦ୍ଧି କରାଯାଇଛି । ସାଂସଦମାନଙ୍କ ମାସିକ ଦରମା, ଦୈନିକ ଭତ୍ତା, ପୂର୍ବତନ ସାଂସଦଙ୍କ ପେନ୍ସନ୍ ଏବଂ ଅତିରିକ୍ତ ପେନ୍ସନ ରାଶିରେ ବୃଦ୍ଧି କରାଯାଇଛି। ଏ ନେଇ ଜାରି ହୋଇଛି ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି । ୨୦୨୩ ଏପ୍ରିଲ ପହିଲାରୁ ସାଂସଦ ଓ ପୂର୍ବତନ ସାଂସଦମାନେ ବର୍ଦ୍ଧିତ ହାରରେ ଦରମା, ଭତ୍ତା ଓ ପେନ୍ସନ୍ ପାଇବେ। ୨୦୧୮ ଏପ୍ରିଲ ପହିଲାରୁ ସାଂସଦମାନେ ପୂର୍ବରୁ ୧ ଲକ୍ଷ ଟଙ୍କା… Continue reading ସାଂସଦଙ୍କ ଦରମା, ପୂର୍ବତନ ସାଂସଦଙ୍କ ପେନ୍ସନ୍ ବଢ଼ିଲା
ସାଂସଦଙ୍କ ଦରମା, ପୂର୍ବତନ ସାଂସଦଙ୍କ ପେନ୍ସନ୍ ବଢ଼ିଲା
