ଚିଲିକା,୨୮।୧: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ମହାବିଦ୍ୟାଳୟର ୪୪ତମ ବାର୍ଷିକ ସାଂସ୍କୃତିକ ସମାରୋହ ଅନୁଷ୍ଠିତ ହୋଇଯାଇଅଛି। ପ୍ରଥମ ଦିବସରେ ଅନୁଷ୍ଠିତ “ବିଜ୍ଞାନ ସଂସଦର ବାର୍ଷିକ ଉତ୍ସବ”ରେ ଯୋଗଦେଇଥିବା ଅତିଥିମାନେ ଶ୍ରୀ ଜଗନ୍ନାଥଙ୍କ ବିଗ୍ରହରେ ଧୂପପୁଷ୍ପ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ ବାର୍ଷିକ ଉତ୍ସବକୁ ଉଦଘାଟନ କରିଥିଲେ।କଲେଜର ଅଧ୍ୟକ୍ଷ ରାଜକିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଓ ଅଧ୍ୟାପିକା ଲୀନା ନଦିଜାଙ୍କ ସଂଯୋଜନାରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ସଭାରେ ପ୍ରାରମ୍ଭିକ ସଙ୍ଗୀତ ଗାନ… Continue reading ନାଚୁଣୀ ମହାବିଦ୍ୟାଳୟ ବିଜ୍ଞାନ ସଂସଦ ବାର୍ଷିକ ଉତ୍ସବ ପାଳିତ
ନାଚୁଣୀ ମହାବିଦ୍ୟାଳୟ ବିଜ୍ଞାନ ସଂସଦ ବାର୍ଷିକ ଉତ୍ସବ ପାଳିତ
