ସଡ଼କ ଦୁର୍ଘଟଣାରେ ଚାଲିଗଲା ସାମ୍ବାଦିକାଙ୍କ ଜୀବନ

ପୁରୀ: ଭୁବନେଶ୍ବର ଜମାଲପୁର ଛକ ନିକଟରେ ସାରଳା ନାମକ ଏକ ଘରୋଇ ବସ୍ ଧକ୍କାରେ ପ୍ରମେୟ ନ୍ୟୁଜ୍ ସେଭେନ୍‌ରେ କାର୍ଯ୍ୟରତ ଜଣେ ସାମ୍ବାଦିକା ଶିଲା ପଟ୍ଟନାୟକ ଓ ତାଙ୍କ ସମ୍ପର୍କୀୟଙ୍କ ମୃତ୍ୟୁ ଘଟିଛି। ନ୍ୟୁଜ୍-୭ କାର୍ଯ୍ୟାଳୟରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁଯାୟୀ, ପିପିଲି ନିକଟ ଜମାଲପୁର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ଜଣ ମହିଳା ଏକ ସ୍କୁଟର ଯୋଗେ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିଲେ । ପିପିଲି ମଙ୍ଗଳପୁର ଜମାଲପୁର ଛକ ନିକଟରେ… Continue reading ସଡ଼କ ଦୁର୍ଘଟଣାରେ ଚାଲିଗଲା ସାମ୍ବାଦିକାଙ୍କ ଜୀବନ

ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ନିକଟରେ ପରଲୋକ ଗମନ କରିଥିବା ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କୁ ଶନିବାର ଦିନ ବହୁ ପ୍ରତିଷ୍ଠିତ ରାଜନେତା, ଖବରକାଗଜ ସମ୍ପାଦକ, ସାମ୍ବାଦିକ ଓ ସମାଜର ବିଭିନ୍ନ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତି ଏକ ବିଶେଷ ସ୍ମୃତି ସଭାରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଥିଲେ l ଭୁବନେଶ୍ୱର ସ୍ଥିତ ଗୀତ ଗୋବିନ୍ଦ ସଦନରେ ଆୟୋଜିତ ଏହି ସ୍ମୃତିସଭାକୁ ଓଡ଼ିଶା ବିଧାନସଭାର ବାଚଷ୍ପତି ଶ୍ରୀମତୀ ସୁରମା ପାଢୀ, ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ ଘଡ଼ାଇ, ପ୍ରସନ୍ନ ଆଚାର୍ଯ୍ୟ, ପଂଚାନନ କାନୁନଗୋ ଓ… Continue reading ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୦ ତମ ବାର୍ଷିକ ଉତ୍ସବ

ଫୁଲବାଣୀ: ଫୁଲବାଣୀ ଗାନ୍ଧୀ ସ୍ତୃତି ଭବନ ଠାରେ  ଜିଲ୍ଲା ସାମ୍ବାଦିକ ସଂଘ କନ୍ଧମାଳର ୪୦ ତମ ବାର୍ଷିକ ଉତ୍ସବ   ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ସମ୍ମାନିତ ଅତିଥି ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହି ଅଧିକାରୀ ଶମ୍ଭୁନାଥ ନନ୍ଦୀ,  ଯୋଗଦେଇ ସାମ୍ବାଦିକ ମାନଙ୍କ ବୃତ୍ତି ଗତ ସୁରକ୍ଷା ପାଇଁ ଉଚିତ ପାରିଶ୍ରମିକ ଯୋଗାଇ ଦେଲେ ସମ୍ବାଦ ପ୍ରକାଶ କରିବାରେ ଅଧିକ ସ୍ୱଛତା ଓ ନିରପେକ୍ଷତା ରହିବ ଓ ଏହା… Continue reading କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୦ ତମ ବାର୍ଷିକ ଉତ୍ସବ

You cannot copy content of this page