ଭିଜିଲାନ୍ସ ଜାଲରେ ଜୁନାଗଡ଼ ଥାନା ର ଏଏସ୍‌ଆଇ

ASI of Junagadh police station caught in vigilance net

ଧରିବା ପୂର୍ବରୁ ଥାନାରୁ ଫେରାର କଳାହାଣ୍ଡି, ୨୭|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫ ଶହ ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ଟଙ୍କା ନେବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡିବସିଥିଲା। ହେଲେ ଏଏସ୍‌ଆଇ ଖେମୁଣ୍ଡୁ ଭିଜିଲାନ୍ସ ବିଭାଗକୁ ଚକ୍‌ମା… Continue reading ଭିଜିଲାନ୍ସ ଜାଲରେ ଜୁନାଗଡ଼ ଥାନା ର ଏଏସ୍‌ଆଇ

You cannot copy content of this page