ଗୋଲାମୁଣ୍ଡା ବ୍ଲକରେ କଳାହାଣ୍ଡି ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ

Preparation meeting for Kalahandi Season in Golamunda Block

ଧର୍ମଗଡ଼,୬/୧,(ଜନ୍ମେଜୟ ନାଏକ ଙ୍କ ରିପୋର୍ଟ): ଆଉ କିଛି ଦିନ ବ୍ୟବଧାନରେ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ର ମହାସମାରୋହ । ଏହି ଅବସରରେ ଆଜି ଗୋଲାମୁଣ୍ଡା ବ୍ଲକ ସଭା ଗୃହରେ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ଭାବେ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡ଼ିଓ ଶ୍ରୀଧର ପଣ୍ଡା ତହସିଲଦାର ଚନ୍ଦନ କୁମାର ନାଏକ, ସି ଡ଼ି ପିଓ, କେ ଉଷା ଲକ୍ଷ୍ମୀ,ବି, ଇ,ଓ ଭବାନୀ… Continue reading ଗୋଲାମୁଣ୍ଡା ବ୍ଲକରେ କଳାହାଣ୍ଡି ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ

କେସିଙ୍ଗା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସାମାଜିକ ସମରସତା ଗତିବିଧି ପ୍ରଶିକ୍ଷଣ

କଳାହାଣ୍ଡି ,୪ |୧(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଶୁକ୍ରବାର ଦିନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗା ଠାରେ ସାମାଜିକ ସମରସତା ଗତିବିଧି ପ୍ରଶିକ୍ଷଣ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କଳାହାଣ୍ଡି , ନୂଆପଡ଼ା, ରାୟଗଡା, ବଲାଙ୍ଗୀର ,ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାର କାର୍ଯ୍ୟ କର୍ତ୍ତା ମାନେ ଅଂଶ ଗ୍ରହଣ କରି ଥିଲେ। ଓଡ଼ିଶା ପଶ୍ଚିମ ପ୍ରାନ୍ତ ସଂଯୋଜକ ଡିଲେଶ୍ୱର ମହାନ୍ତଙ୍କ ସଂଯୋଜନାରେ ହୋଇଥିବା କାର୍ଯ୍ୟକ୍ରମ ରେ ଅଖିଳ ଭାରତୀୟ ସଂଯୋଜକ ଶ୍ୟାମ ପ୍ରସାଦ ଜୀ… Continue reading କେସିଙ୍ଗା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସାମାଜିକ ସମରସତା ଗତିବିଧି ପ୍ରଶିକ୍ଷଣ

ଭୀମ ଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

Bhim Bhoi differently-abled empowerment camp held

କଳାହାଣ୍ଡି, 20|12 (utkalbulletin): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପରିସରରେ ଭାରପ୍ରାପ୍ତ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଶ୍ୟାମସୁନ୍ଦର ନାଏକଙ୍କ ନେତୃତ୍ବରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ମ, ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରା, ଜିଲ୍ଲା ସାମାଜିକ ସମ୍ପ୍ରସାରଣ ଅଧିକାରୀ ବିରେନ୍ଦ୍ର କୁମାର କହଁର, ବ୍ଲକ ଭାରପ୍ରାପ୍ତ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଶ୍ୟାମସୁନ୍ଦର ନାଏକ,କଳାହାଣ୍ଡି ଜିଲ୍ଲା ଭିନ୍ନ କ୍ଷମ ସମିତି ସମ୍ପାଦକ ହରିଶ୍ଚନ୍ଦ୍ର ନାଏକ, ଉପଦେଷ୍ଟା ଜିଲ୍ଲା… Continue reading ଭୀମ ଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଗୋପାଳପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି,(ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଳକ ଅନ୍ତର୍ଗତ ଗୋପାଳପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ଡାକକୋଟା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ବାର୍ଷିକ ଉତ୍ସବ – ୨୦୨୪” ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୂଖ୍ୟ ଅତିଥି ଭାବେ ଥୁଆମୂଳ ରାମପୁର ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଧୃବଚରଣ ମୁଦୁଲି ଯୋଗଦାନ କରିଥିଲେ । ଅତିଥି ମାନେ ପହଞ୍ଚିବା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପାଛୋଟି ନେଇଥିଲେ। ପରେ ସର୍ବପ୍ରଥମେ କାର୍ଯ୍ୟକ୍ରମ ଆରମ୍ଭରେ ସ୍ବାଗତ ସମ୍ବର୍ଦ୍ଧନା… Continue reading ଗୋପାଳପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

You cannot copy content of this page