ଭୁବନ: ଭୁବନ ବ୍ଲକ୍ ଅନ୍ତର୍ଗତ ବଡ଼କାଠିଆସ୍ଥିତ ରେଙ୍ଗାଳିହୁଡ଼ା ଛକଠାରେ ସଡ଼କ ଦୁର୍ଘଟଣାରେ ଦୁଇଜଣ ଯୁବକ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ, ବୁଧବାର ଦିବା ୧୧ ରୁ ୧୨ ଘଟିକା ସମୟରେ ବଡ଼କାଠିଆ-ଓଡ଼ିଶ ଗ୍ରାମ ଦେଇ ଯାଇଥିବା ରେଙ୍ଗାଳି ଡ୍ୟାମ୍ ରାସ୍ତାରେ ଦୁଇଜଣ ଯୁବକ ମୋଟର ସାଇକେଲରେ ଯାଉଥିବା ସମୟରେ ମୁହାଁମୁହିଁ ଧକ୍କା ହୋଇଛି । ଗୁରୁତର ଦୁହିଁଙ୍କୁ ପରେ ଆମ୍ବୁଲାନ୍ସ ମାଧ୍ୟମରେ ଡାକ୍ତରଖାନା ନିଆଯାଇଛି । ଗୁରୁତର ହୋଇଥିବା ଦୁଇ ଯୁବକ… Continue reading ରେଙ୍ଗାଳିଡ୍ୟାମ ଛକରେ ବାଇକ ଧକ୍କାରେ ୨ ଗୁରୁତର
ରେଙ୍ଗାଳିଡ୍ୟାମ ଛକରେ ବାଇକ ଧକ୍କାରେ ୨ ଗୁରୁତର
