ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ

ପ୍ରୟାଗରାଜ: ପ୍ରୟାଗରାଜ ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ ଲାଗିଥିବା ଖବର ମିଳିଛି । ଏହି ନିଆଁ ଏତେ ଭୀଷଣ ଥିଲା ଯେ ଦୂରରୁ ନିଆଁ ଦୃଶ୍ୟମାନ ହେଉଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏହି ଅଗ୍ନିକାଣ୍ଡ ଯୋଗୁଁ କୁମ୍ଭ ଆଖପାଖରେ ଥିବା ତମ୍ବୁ ମଧ୍ୟ କ୍ଷତିଗ୍ରସ୍ତ ହେବା ସହ ଟେ ରେ ରଖାଯାଇଥିବା ସିଲିଣ୍ଡରଗୁଡ଼ିକ କ୍ରମାଗତ ଭାବେ ବିସ୍ଫୋରଣ ହେଉଛି। ସୂଚନା ଅନୁସାରେ ୨୦ରୁ ୨୫ଟି ତମ୍ବୁ ଜଳିଯାଇଛି… Continue reading ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ

You cannot copy content of this page