ପଞ୍ଚାୟତିରାଜ ଦିବସ ସମାରୋହ ଉଦଘାଟନ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଆଜି ପୂର୍ବାହ୍ନ ରେ ସ୍ଥାନୀୟ ସଦର ମହକୁମା ସ୍ଥିତ ଭୀମଭୋଇ ମେଡ଼ିକାଲ କଲେଜ ଏବଂ ହସପିଟାଲ ପେକ୍ଷାଳୟଠାରେ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଯୋଗ ଦେଇ ଥିଲେ। ତାଙ୍କ ବକ୍ତବ୍ୟରେ ତୃଣମୂଳସ୍ତରର ଗଣତନ୍ତ୍ରର ଶକ୍ତି ଓ ସାମର୍ଥ୍ୟକୁ ପାଳନ ଓ ପ୍ରସ୍ପୁଟିତ କରିବା ପାଇଁ ହେଇଥିବା ପଞ୍ଚାୟତିରାଜର ମହତ୍ତ୍ଵ ବାବଦରେ କହିଥିଲେ । ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ… Continue reading ପଞ୍ଚାୟତିରାଜ ଦିବସ ସମାରୋହ ଉଦଘାଟନ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ

You cannot copy content of this page