ପୁରୀରେ ଟ୍ରାଫିକ କଟକଣା

Traffic restrictions in puri for President Droupadi Murmu’s navy day celebration

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ସକାଳେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ପୁରୀରେ ଟ୍ରାଫିକ୍‌ କଟକଣା କରାଯାଇଛି। ଏଥିସହ ନୌସେନା ଦିବସ କାର୍ୟ୍ୟକ୍ରମ ପାଇଁ ବ୍ୟାପକ ଟ୍ରାଫିକ୍ କଟକଣା ଜାରି କରିଛି ପୁରୀ ପୁଲିସ। ଭୁବନେଶ୍ୱରରୁ ଆସୁଥିବା ଦୁଇ ଚକିଆ ଯାନ ବାଟଗାଁଠାରୁ ବାଇପାସରେ ଆସି ହୋଟେଲ ଷ୍ଟଲିଂ ନିକଟରେ ପାର୍କିଂ କରିବେ । ଚାରିଚକିଆ ଯାନ ମାଳତୀ ପାଟପୁର ଦେଇ ତାଳବଣିଆରେ ପାର୍କିଂ କରିବେ। କୋଣାର୍କ ପଟରୁ… Continue reading ପୁରୀରେ ଟ୍ରାଫିକ କଟକଣା

You cannot copy content of this page