ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ: ମନମୋହନ ସାମଲ

ଆଜି ସକାଳେ ଦିଲ୍ଲୀରୁ ଫେରିବା ପରେ ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ଓ ସରକାର ଗଠନ କରିବ ବୋଲି ମନମୋହନ ସାମଲ ସ୍ପଷ୍ଟ କରିଛନ୍ତି I ପୁଣି ଥରେ ନିଜ ପୁରୁଣା କଥା ଦୋହରାଇଛନ୍ତି। ମନମୋହନ କହିଛନ୍ତି, ଓଡ଼ିଶାରେ ବିଜେପିର ସରକାର ହେବ । ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେଉ ନ ଥିବା ନେଇ ଏବେ ଏକ ପ୍ରକାର ସ୍ପଷ୍ଟ ହୋଇ ସାରିଥିବା ଚର୍ଚ୍ଚା ହେଉଛି। ଓଡ଼ିଶାର ଅସ୍ମିତାକୁ ନେଇ ଆମେ ଲୋକଙ୍କ ପାଖକୁ ଯିବୁ, ନିର୍ବାଚନ… Continue reading ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ: ମନମୋହନ ସାମଲ

ମେଣ୍ଟ ଚର୍ଚ୍ଚା: ‍ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

Bhubaneswar: ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି । ମେଂଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ସମ୍ଭାବ୍ୟ ମେଂଟ ଚର୍ଚ୍ଚାରେ ପୁଣିଥରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ପୂର୍ବରୁ ମାର୍ଚ୍ଚ ୧ତାରିଖରେ ଦିଲ୍ଲୀରୁ ଫେରି ମନମୋହନ ସମ୍ଭାବ୍ୟ ମେଂଟ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ । ରାଜ୍ୟ ବିଜେପି ପକ୍ଷରୁ ଆନୁଷ୍ଠାନିକ ଭାବେ ଦୁଇଥର… Continue reading ମେଣ୍ଟ ଚର୍ଚ୍ଚା: ‍ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ବିଜେଡି ସହ ମେଣ୍ଟ ହେବାର ପ୍ରଶ୍ନ ଉଠୁନି: ମନମୋହନ ସାମଲ

ମେଣ୍ଟ ଚର୍ଚ୍ଚାକୁ ନେଇ ପୂର୍ଣ୍ଣଛେଦ ପକାଇଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିଜେଡି ସହ ମେଣ୍ଟ ହେବାର ପ୍ରଶ୍ନ ଉଠୁନି ବୋଲି ସିଧାସଳଖ ମନା କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଆଗାମୀ ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ ହେବ କି ନାହିଁ, ସେ ନେଇ ଚର୍ଚ୍ଚା ଜୋର ଧରିଥିଲା । କେନ୍ଦ୍ରୀୟ ନେତୃତ୍ୱ କିଛି କହୁନଥିବା ବେଳେ ଆଗାମୀ ଦିନରେ ଉଭୟ ଦଳ ମଧ୍ୟରେ ମେଣ୍ଟ ହେବା ନେଇ ଆଲୋଚନା ହେଉଥିଲା… Continue reading ବିଜେଡି ସହ ମେଣ୍ଟ ହେବାର ପ୍ରଶ୍ନ ଉଠୁନି: ମନମୋହନ ସାମଲ

ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ୱରେ ସମ୍ମାନିତ କରିଛନ୍ତି । ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି ।ସେ ଆହୁରି କହିଛନ୍ତି, ଓଡ଼ିଶାରେ ଅନ୍ଧ, ମୂକ ବଧିର ସରକାରକୁ… Continue reading ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

You cannot copy content of this page