ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ

ଅହମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ସମ୍ମୁଖୀନ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ। ତେଣୁ ୧୮ଶ ସଂସ୍କରଣରେ ଆଇପିଏଲ୍‌କୁ ମିଳିବ ନୂଆ ବିଜେତା। ବିରାଟ କୋହଲିଙ୍କ ଜର୍ସି ନମ୍ବର ହେଉଛି ୧୮। ପାଖାପାଖି ଦୁଇ ଦଶନ୍ଧି ଧରି ଏହି ତାରକା ବ୍ୟାଟର ହାତରେ ଟ୍ରଫି ଧରିବାକୁ ଅପେକ୍ଷା କରି ରହିଛନ୍ତି। ବିରାଟ କ୍ୟାରିୟରର ୪ର୍ଥ ଆଇପିଏଲ୍ ଫାଇନାଲ ଖେଳିବାକୁ ଯାଉଛନ୍ତି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହଜାର ହଜାର ଦର୍ଶକଙ୍କୁ ୧୮ ନମ୍ବର… Continue reading ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ

ଆଇସିସି ଚାମ୍ପିୟନ୍ସ ଟ୍ରଫି, ଭାରତ-ପାକିସ୍ତାନ ମୁକାବିଲା ଆଜି

inida-pak cricket match today

ଦୁବାଇ: ଆଇସିସି ଚାମ୍ପିୟନ୍ସ ଟ୍ରଫିର ଭାରତ-ପାକିସ୍ତାନ ମୁକାବିଲା ଆଜି ଅନୁଷ୍ଠିତ ହେବ। ଏଥିପାଇଁ ଦୁବାଇ କ୍ରିକେଟ ଷ୍ଟାଡିୟମ ପ୍ରସ୍ତୁତ। ଉଭୟ ଦେଶର କ୍ରିକେଟ ପ୍ରେମୀଙ୍କ ମନରେ ନାହିଁ ନ ଥିବା ଉତ୍ସାହ। ଏଥିରେ ବିଜୟୀ ହୋଇ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ସେମିଫାଇନାଲରେ ପ୍ରବେଶ ଲକ୍ଷ୍ୟ ରଖିଛି। ମହମ୍ମଦ ରିଜଓ୍ବାନଙ୍କ ପାକିସ୍ତାନ ଦଳ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ ଭାରତ ନିକଟରୁ ହାରିଲେ ଦଳର ସେମିଫାଇନାଲ ପ୍ରବେଶ ଆଶା କ୍ଷୀଣ ହୋଇଯିବ। ତେଣୁ ଟୁର୍ନାମେଣ୍ଟରୁ… Continue reading ଆଇସିସି ଚାମ୍ପିୟନ୍ସ ଟ୍ରଫି, ଭାରତ-ପାକିସ୍ତାନ ମୁକାବିଲା ଆଜି

You cannot copy content of this page