ଏମ୍‌ସ ଭୁବନେଶ୍ୱରରେ ଲୋ’ ଭିଜନ୍‌ କ୍ଲିନିକ୍‌ ଲୋକାର୍ପିତ

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱର ଚକ୍ଷୁ ବିଭାଗରେ ଲୋକାର୍ପିତ ହୋଇଛି ‘ଲୋ ଭିଜନ କ୍ଲିନିକ୍‌’। ଏହି ବିଶେଷ ଭିଜନ କ୍ଲିନିକ ସାମାଜିକ ଦୃଷ୍ଟିହୀନତା ତଥା ଗ୍ଲୁକୋମା, ବୟସାଧିକ, ମଧୁମେହ, ରେଟିନା ରୋଗ ଓ ଅନ୍ୟାନ୍ୟ ବିଭିନ୍ନ କାରଣରୁ ଦୃଷ୍ଟି ଶକ୍ତିହୀନତା ଭୋଗୁଥିବା ରୋଗୀମାନଙ୍କୁ ସେମାନଙ୍କର ସାଧାରଣ ଜୀବନଯାପନ ବ୍ୟବସ୍ଥାକୁ ସାହାଯ୍ୟ କରିବ। ଏମ୍‌ସ ଭୁବନେଶ୍ୱର କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏହି କ୍ଲିନିକ୍‌କୁଆଜି ଉଦ୍‌ଘାଟନ କରିଛନ୍ତି। ଡ. ଆର୍‌ ପି ସେଣ୍ଟର୍‌, ଏମ୍‌ସ ନିୟୁଦିଲ୍ଲୀର ଡ. ପ୍ରବୀଣ… Continue reading ଏମ୍‌ସ ଭୁବନେଶ୍ୱରରେ ଲୋ’ ଭିଜନ୍‌ କ୍ଲିନିକ୍‌ ଲୋକାର୍ପିତ

ଅଖିଳ ଭାରତୀୟ ହୃଦ୍‌ବକ୍ଷ ଶଲ୍ୟ ଚିକିତ୍ସକ ସଂଘର ୭୦ତମ ବାର୍ଷିକ ସମ୍ମିଳନୀ ଉଦଯାପିତ

ଭୁବନେଶ୍ବର: ୭୦ ତମ ଅଖିଳ ଭାରତୀୟ ହୃଦ୍‌ବକ୍ଷ ଶଲ୍ୟ ଚିକିତ୍ସକ ସଂଘର ବାର୍ଷିକ ସମ୍ମିଳନୀ ଆଜି ହୋଟେଲ ମେ ଫେୟାରରେ ଉଦଯାପିତ ହୋଇଯାଇଛି। ଏହି ଅବସରରେ ହୋଟେଲ ସୂର୍ଯ୍ୟାଂଶରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀ‌ରେ କୁହାଯାଇଥିଲା ଯେ ଏହି ବାର୍ଷିକ ସମ୍ମିଳନୀ ଫେବୃଆରୀ ୮ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର ମେ ଫେୟାର ହୋଟେଲ୍‌ରେ ଅନୁଷ୍ଠିତ ହୋଇଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ଏହି ସମ୍ମିଳନୀରେ ସର୍ବଭାରତୀୟସ୍ତରରେ ୧୫୦୦ ରୁ ଅଧିକ ହୃଦ୍‌ବକ୍ଷ ଶଲ୍ୟ ବିଶେଷଜ୍ଞଙ୍କ ସହ… Continue reading ଅଖିଳ ଭାରତୀୟ ହୃଦ୍‌ବକ୍ଷ ଶଲ୍ୟ ଚିକିତ୍ସକ ସଂଘର ୭୦ତମ ବାର୍ଷିକ ସମ୍ମିଳନୀ ଉଦଯାପିତ

You cannot copy content of this page