ପୁଲୱାମା ଶହୀଦଙ୍କୁ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, 14/02: ଜାମୁକାଶ୍ମୀର ର ପୁଲୱାମା ଠାରେ ଛବର୍ଷ ପୂର୍ବେ 2019 ମସିହା ରେ ଆତଙ୍କବାଦୀ ଆକ୍ରମଣରେ 40ଜଣ ବୀର ଯବାନ ଶହୀଦ ହେଇଥିଲେ l ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ, ମହିମା ସେବା ଫାଉଣ୍ଡେସନ ଓ ସବୁଜଭାରତ ସଂଗଠନର ମିଳିତ ପ୍ରୟାସରେ ଶହୀଦ ମାନଙ୍କପ୍ରତି ଶ୍ରଦ୍ଧାଞ୍ଜଳି ଓ ବୀର ଯବାନଙ୍କ ଭୂମିକା ସମ୍ପର୍କ ରେ ସ୍ମୃତିଚାରଣ କରାଯାଇଥିଲା l ସମ୍ପାଦକ ଅରବିନ୍ଦ ତ୍ରିପାଠୀଙ୍କ ସଂଯୋଜନା ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ପୂଜ୍ୟପ୍ରାଣ ବ୍ରଜବନ୍ଧୁ ପରିଡା, ସମାଜସେବୀ… Continue reading ପୁଲୱାମା ଶହୀଦଙ୍କୁ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଧଉଳି ଲାଇଟ ଆଣ୍ଡ ଶୋ ଦେଖି ବିମୋହିତ ପ୍ରବାସୀ ଭାରତୀୟ

ବାଲିଅନ୍ତା,୧0|୧: ବିଶ୍ୱପ୍ରସିଦ୍ଧ ଐତିହାସିକ ପର୍ଯ୍ୟଟନ ସ୍ଥଳୀ ଶାନ୍ତିସ୍ତୁପ ଧଉଳିକୁ ମଧ୍ୟ ୮୫ ରୁ ଅଧିକ ପ୍ରବାସୀ ଭାରତୀୟ ମାନେ ଆସିଥିଲେ l ସେଠାରେ ମଧ୍ୟ ସ୍ଥାନୀୟ ପୁଲିସ ଓ ବ୍ଲକ ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଥିଲା l ସେମାନେ ସ୍ତୁପ ଉପରେ ବୁଲିବା ସହ ଭଗବାନ ଗୌତମ ବୁଦ୍ଧଙ୍କୁ ଦର୍ଶନ କରିଥିଲେ l ଏଥିସହ ଓଡିଶା ଇତିହାସର ଗାରିମାମୟ ଗାଥା ଓ କଳିଙ୍ଗ ଯୁଦ୍ଧରେ ସମ୍ରାଟ ଅଶୋକଙ୍କ ପ୍ରତିପତି ବିଷୟରେ ଜାଣିଥିଲେ l ସ୍ତୁପ ଉପରୁ ଭୁବନେଶ୍ୱର… Continue reading ଧଉଳି ଲାଇଟ ଆଣ୍ଡ ଶୋ ଦେଖି ବିମୋହିତ ପ୍ରବାସୀ ଭାରତୀୟ

ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ ଶୋ’

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳୁ ପୁରୀ ରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିବା ପରେ କରିଛନ୍ତି ବିଶାଳ ରୋଡ ଶୋ’ । ପୁରୀରେ ଦେଖିବାକୁ ମିଳିଲା ମୋଦି ମ୍ୟାଜିକ । ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ଆଜି ସକାଳୁ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଦେଖିବାକୁ ମିଳିଥିଲା ପ୍ରବଳ ଲୋକ ଗହଳି। ଗତ ରାତିରେ ଭୁବନେଶ୍ୱରରେ ପହଞ୍ଚଥିବା ପ୍ରଧାନମନ୍ତ୍ରୀ ମୋଦି ରାଜଭବନରେ ରାତ୍ରୀ ଯାପନ କରିଥିଲେ। ଆଜି ସକାଳ ୭ଟା ସୁଦ୍ଧା ସେ… Continue reading ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ ଶୋ’

ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିର ଉଦ୍ଘାଟିତ

New Delhi: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ ପ୍ରଥମ ହିନ୍ଦୁ ମନ୍ଦିର ଉଦଘାଟନ କରିଛନ୍ତି । ଏହି ମନ୍ଦିରକୁ ଅଯୋଧ୍ୟା ରାମ ମନ୍ଦିର ପରି ନାଗର ଶୈଳୀରେ ନିର୍ମାଣ କରାଯାଇଛି । ପ୍ରାୟ ୨୭ ଏକର ଜମିରେ ନିର୍ମିତ ଏହି ମନ୍ଦିର ପାଇଁ ୭୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ମନ୍ଦିର ପାଇଁ ଆବଶ୍ୟକୀୟ ଜମିକୁ ୟୁଏଇ ଦାନ ରୂପେ ଦେଇଛି । ମନ୍ଦିରରେ ମୂର୍ତ୍ତିଙ୍କ ପ୍ରାଣ ପ୍ରତିଷ୍ଠା ବୁଧବାର ସାକଳୁ ଆରମ୍ଭ ହୋଇଥିଲା ।… Continue reading ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିର ଉଦ୍ଘାଟିତ

You cannot copy content of this page