ନୀଳମାଧବ କ୍ଷେତ୍ର ଏକ ବିଶ୍ୱସ୍ତରୀୟ ପର୍ଯ୍ୟଟନ ଅଞ୍ଚଳ ହେବ: ମୁଖ୍ୟମନ୍ତ୍ରୀ

ନୟାଗଡ଼: ନୟାଗଡ଼ ଜିଲ୍ଲା କଣ୍ଟିଲୋଠାରେ ‘‘ଭାରତ ବିଶ୍ୱାବସୁ ଶବର ସମାଜ’’ ପ୍ରତିଷ୍ଠା ଦିବସରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ସମ୍ବୋଧିତ କରିଛନ୍ତି। ଓଡ଼ିଶାର କଂସା ବାସନ ଓ ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧ ଏଇ କଣ୍ଟିଲୋ ମାଟିରେ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଜୀଙ୍କ ଆଗମନ, ଏହି ସମାରୋହକୁ ଆହୁରି ଭବ୍ୟ ଏବଂ ସୁରମ୍ୟ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଅଞ୍ଚଳର ବିକାଶକୁ ଗୁରୁତ୍ୱ ଦେଇଛନ୍ତି। ଏହି ଅଞ୍ଚଳ କିପରି ଦେଶର… Continue reading ନୀଳମାଧବ କ୍ଷେତ୍ର ଏକ ବିଶ୍ୱସ୍ତରୀୟ ପର୍ଯ୍ୟଟନ ଅଞ୍ଚଳ ହେବ: ମୁଖ୍ୟମନ୍ତ୍ରୀ

ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ । ସୂଚନା ଯୋଗ୍ୟ ଯେ ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ… Continue reading ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

You cannot copy content of this page