ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଦିବାସୀ ମେଳାର ଉଦଘାଟନ

Adivasi festival inaugurated by cm mohan charan majhi

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ବହୁ ପ୍ରସିଦ୍ଧ ବାର୍ଷିକ ଆଦିବାସୀ ମେଳାର ଉଦଘାଟନ କରିଛନ୍ତି । ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଉପଲକ୍ଷେ ଏହି ମେଳାକୁ ଚଳିତ ବର୍ଷ ଆଗୁଆ କରାଯାଇ ଜାନୁଆରୀ 5 ରୁ ଜାନୁଆରୀ 15 ପର୍ଯ୍ୟନ୍ତ ଆୟୋଜନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭୁବନେଶ୍ୱରକୁ ଆସୁଥିବା ତଥା ଭୁବନେଶ୍ୱର ବାସୀଙ୍କ ପାଇଁ ଏହି ମେଳା ଏକ ଅବିଛେଦ୍ୟ ଅଙ୍ଗ ହୋଇଯାଇଛି… Continue reading ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଦିବାସୀ ମେଳାର ଉଦଘାଟନ

ମୋହନ ମାଝୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ

ଭୁବନେଶ୍ୱର: ଓଡିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ମୋହନ ଚରଣ ମାଝୀଙ୍କୁ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଶୁଭେଚ୍ଛା ଓ ଅଭିନନ୍ଦନ ପ୍ରଦାନ କରାଯାଇଛି. ଅଭିଯାନର ଅଧ୍ୟକ୍ଷ, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥି ମତବ୍ୟକ୍ତ କରି କହିଛନ୍ତି ଯେ ଓଡ଼ିଆ ଭାଷାର ଅସ୍ମିତା, ସ୍ୱାଭିମାନ ତଥା ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ୟ୍ୟ କରିବେ ବୋଲି ଆଶାବ୍ୟକ୍ତ କରିଛନ୍ତି. ପୂଜ୍ୟପୂଜା ସହିତ ଉତ୍କଳର ଗୌରବମୟ ଗାଥାକୁ ଆହୁରି ଆଗେଇ ନିଅନ୍ତୁ ବୋଲି କହିବା ସହିତ କେନ୍ଦୁଝର… Continue reading ମୋହନ ମାଝୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ

You cannot copy content of this page