ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିପାରେ : ସିଇସି

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବାୟୁ ପ୍ରବାହର ପ୍ରଭାବରେ ମହାରାଷ୍ଟ୍ର, ତେଲେଙ୍ଗାନା ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାଗୁଡ଼ିକୁ ଜୁନ ୯ ଓ ୧୦ ସୁଦ୍ଧା ମୌସୁମୀ ଛୁଇଁବ ବୋଲି ସିଇସିର ନିଦେ୍ର୍ଦଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି । ଆରବ ସାଗରର ମୌସୁମୀ ପ୍ରବାହ ଅଧିକ ଶକ୍ତିଶାଳୀ ହେଉଥିବା ବେଳେ ଜୁନ ୧୫ ଠାରୁ ବଙ୍ଗୋପସାଗର ଶାଖା ସବଳ ହୋଇ ଓଡ଼ିଶା ତଥା ପୂର୍ବ ଭାରତର ରାଜ୍ୟଗୁଡ଼ିକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି ବୋଲି ଡକ୍ଟର… Continue reading ଓଡ଼ିଶାରେ ଜୁନ୍ ୧୦ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିପାରେ : ସିଇସି

You cannot copy content of this page