କଳାହାଣ୍ଡି,୨୧|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ନେହେରୁ ସେବା ସଂଘ ଭବାନୀପାଟଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ କଳାହାଣ୍ଡି ତରଫରୁ ଭବାନୀପାଟଣାର ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ଇଟାଲୀର ଦମ୍ପତି ଲୁସିଆନା ରୋସି ଓ ଲୁଇଗୀ ରୋସୋ ଏବଂ ଝିଅ ପ୍ରତୀକ୍ଷା କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଚିନ୍ମୟ କୁମାର ଦରୱାନଙ୍କ ଦ୍ଵାର ବିଦେଶୀ ଦମ୍ପତି ଏବଂ ପୋଷ୍ୟ ସନ୍ତାନ ଝିଅ ପ୍ରତୀକ୍ଷାକୁ ସମ୍ବର୍ଦ୍ଧନା କରାଯାଇଥିଲା । ପ୍ରକାଶ ଥାଉକି… Continue reading ନେହେରୁ ସେବା ସଂଘ ତରଫରୁ ପୋଷ୍ୟ ସନ୍ତାନ ଗ୍ରହଣ କରିନେଇଥିବା ବିଦେଶୀ ଦମ୍ପତିଙ୍କୁ ସମ୍ବର୍ଦ୍ଧନା
ନେହେରୁ ସେବା ସଂଘ ତରଫରୁ ପୋଷ୍ୟ ସନ୍ତାନ ଗ୍ରହଣ କରିନେଇଥିବା ବିଦେଶୀ ଦମ୍ପତିଙ୍କୁ ସମ୍ବର୍ଦ୍ଧନା
