ନେଜାତୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବୀର ସୁରେନ୍ଦ୍ର ସାଏ ପରିଷଦ ତଥା ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ନେଜାତୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଓ ବୀର ସୁରେନ୍ଦ୍ର ସାଏଙ୍କ ୨୧୭ ତମ ଜୟନ୍ତୀ ସ୍ଥାନୀୟ ପ୍ରତମୂର୍ତ୍ତିସ୍ଥଳଠାରେ ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଭିଯାନର ଅଧ୍ୟକ୍ଷ, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ସଭାପତିତ୍ୱ ତଥା ମୁଖ୍ୟ ବକ୍ତା ଭାବେ ମତବ୍ୟକ୍ତ କରିଥିଲେ ଯେ, ନେତାଜୀ ସୁଭଷ ବୋଷ ଓ ବୀର… Continue reading ନେଜାତୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

You cannot copy content of this page