ଚାଲିଆସିଥିବା ସିନେମାର ଏକ ଧାରା ଦୃଷ୍ଟିରୁ ପରଦାରେ ନିଆଁ ଝୁଲ ସହିତ ଚଳଚ୍ଚିତ୍ରର ଶୀର୍ଷକ ଉଦ୍ଭାସିତ ହେବାରୁ ଅନୁମାନ କରିହୁଏ ଯେ ସଂଘର୍ଷ ଓ ରକ୍ତପାତର ଅବିଚାରିତ ଦୃଶ୍ୟ ଏହାର କେନ୍ଦ୍ରସ୍ଥଳ ଅଧିକାର କରିବ। ତେବେ ଏହି ଧାରଣାକୁ ଭୁଲ୍ ପ୍ରମାଣିତ କରି ପରବର୍ତ୍ତୀ ଦୃଶ୍ୟରେ ସିନ୍ଧାନ୍ତ ଓ ଅନୁଙ୍କ ଚରିତ୍ର ଗୋଟିଏ ସୋଫାରେ ବସି ନିଜ ମତପାର୍ଥକ୍ୟ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। କିଛି ମୁହୂର୍ତ୍ତରେ ଜଣାପଡ଼େ ଯେ ସୋଫାରେ ଦୂରେଇ ବସିଥିବା ଦୁଇଜଣ… Continue reading ସଂଘର୍ଷର କାହାଣୀ ପରବ୍