ଭୁବନେଶ୍ୱର: ସଦ୍ଗୁରୁ ଠାକୁର ସ୍ୱାମୀ ନିଗମାନନ୍ଦଙ୍କ ପ୍ରତି ସମର୍ପିତ ସନ୍ଥ, ପରମହଂସ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀଙ୍କ ଦ୍ୱାରା ଭୁବନେଶ୍ୱର ଉପକଣ୍ଠ ରୁଦ୍ର ବିହାରଠାରେ ପ୍ରତିଷ୍ଠିତ ନିଗମ କଳ୍ପତରୁ ଆଶ୍ରମର ବାର୍ଷିକ ଉତ୍ସବ ଓ ପୂଜ୍ୟ ସ୍ୱାମିଜୀଙ୍କ ସ୍ୱନକ୍ଷତ୍ର ଉତ୍ସବ ଆଶ୍ରମ ପରିସରରେ ମଙ୍ଗଳବାର ମଧ୍ୟାହ୍ନରେ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ସ୍ୱାମୀ ବ୍ରହ୍ମାନନ୍ଦ କହିଲେ ଯେ ସ୍ୱନକ୍ଷତ୍ର ପାଳନ ଭାରତୀୟ ସଂସ୍କୃତିର ଏକ ଅନନ୍ୟ ପରମ୍ପରା। ଆମ… Continue reading ସ୍ୱାମୀ ବ୍ରହ୍ମାନନ୍ଦ ନିଗମ କଳ୍ପତରୁ ଆଶ୍ରମର ବାର୍ଷିକ ଉତ୍ସବ ପାଳିତ
ସ୍ୱାମୀ ବ୍ରହ୍ମାନନ୍ଦ ନିଗମ କଳ୍ପତରୁ ଆଶ୍ରମର ବାର୍ଷିକ ଉତ୍ସବ ପାଳିତ