କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ

ଭୁବନେଶ୍ୱର: ଆଉ ନାହାନ୍ତି ହୁ୍ୟମାନ ସାଗର । ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (ଇଓଓଗଝ) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମରେ ଅନେକ ରୋମାଣ୍ଟିକ ଗୀତ ଗାଇ ସେ ଘରେ ଘରେ ପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। ସେ ଲିଭର୍ ଏବଂ କିଡନୀ ଜନିତ… Continue reading କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ

‘ସ୍ମୃତି ଦିବସ ଗୁଡ଼ିକୁ ସଙ୍କଳ୍ପ ଓ ଉତ୍କର୍ଷତାର ଦିବସ ଭାବରେ ପାଳନ କରାଯିବା ଉଚିତ’

ଭୁବନେଶ୍ୱର, 4.09.25: ଓଡିଶା ସଂଗୀତ ଜଗତର ମହାନ ଯୁବ ଜ୍ୟୋତିଷ୍କ, ଅଭିନେତ୍ରୀ, ନୃତ୍ୟଶିଳ୍ପୀ,ଗାୟିକା ବହୁମୁଖୀ ପ୍ରତିଭା ସମ୍ପନ୍ନ ବ୍ୟକ୍ତିତ୍ୱର ଅଧିକାରିଣୀ ସ୍ବର୍ଗତ ଲିଟିଲ କରଙ୍କ ପ୍ରଥମ ସ୍ମୃତିଚାରଣ ଓ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ସ୍ଥାନୀୟ ଗୀତଗୋବିନ୍ଦ ପରିସରରେ “ଲିଟିଲ କର ସ୍ମୃତି ନ୍ୟାସ ଓ “ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ “ଆନୁକୂଲ୍ୟରେ ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଲିଟିଲ କର ଗାନ କରିଥିବା ସଂଗୀତ ପରିବେଷଣ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମରେ… Continue reading ‘ସ୍ମୃତି ଦିବସ ଗୁଡ଼ିକୁ ସଙ୍କଳ୍ପ ଓ ଉତ୍କର୍ଷତାର ଦିବସ ଭାବରେ ପାଳନ କରାଯିବା ଉଚିତ’

You cannot copy content of this page