ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ କରାଯାଇଛି । ପ୍ରାୟ ୩ଘଣ୍ଟା ଧରି ନିମାପଡ଼ା-ଗୋପ ଏବଂ ଐତିହ୍ୟଗର୍ଭା କୁଶଭଦ୍ରାର ବିକାଶ ସମ୍ପର୍କିତ ଆଲୋଚନା କରିଛନ୍ତି ସଦସ୍ୟ । ବାଲିଅନ୍ତା ସ୍ଥିତ କୁଆଖାଇ ନଦୀରୁ ସୃଷ୍ଟି ହୋଇଥିବା କୁଶଭଦ୍ରାର ମୁହାଣ ପୋତି ହୋଇଯାଇଥିବାବେଳେ,… Continue reading ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
