ଦାରୁଠେଙ୍ଗ ସତ୍ୟମହିମାରେ ନବାନ୍ନ

ଭୁବନେଶ୍ୱର ତା 16/09/26 ଆଶ୍ରମ ଗୋବିନ୍ଦ ବାବା ଙ୍କ ଗାଦି ପୀଠ ରେ ପ୍ରତି ବର୍ଷ ପରି ଏ ବର୍ଷ ମଧ୍ୟ ନବାନ୍ନ ମହୋତ୍ସବ ପାଳିତ ହୋଇ ଯାଇଅଛିବ୍ରହ୍ମଲୀନ ବ୍ରହ୍ମ ଅବଧୁତ ଜୟକୃଷ୍ଣ ବାବା ମହୋଦୟ ଙ୍କ ପୂର୍ଵ ଆଦେଶ ଅନୁସାରେ ଓ ବ୍ରଜବନ୍ଧୁ ଙ୍କ ତତ୍ତ୍ୱବଧାନତା ରେ ପୂର୍ବ ସନ୍ଧ୍ୟା ରେ ବିଶ୍ୱ ବ୍ରହ୍ମାଣ୍ଡ ର କଲ୍ୟାଣ ନିମନ୍ତେ ଘୃତାବତୀ ପ୍ରଜ୍ବଳନ କରାଯାଇ ଥିଲାତତ୍ପରେ ବୁଧ ବାର ପ୍ରାତଃ ସମୟରେ ନୂଆ ଚୁଡା ରେ ପ୍ରସ୍ତୁତ… Continue reading ଦାରୁଠେଙ୍ଗ ସତ୍ୟମହିମାରେ ନବାନ୍ନ

ମିଶନ ଜୟଶ୍ରୀ ଜଗନ୍ନାଥ ସ°ଗଠନର ଅଷ୍ଟମ ବାର୍ଷିକ ସମାରୋହ

ଚିଲିକା,୧୫I ୯:ଚିଲିକା ବ୍ଲକର ଅଗ୍ରଣୀ ସମାଜସେବା ଅନୁଷ୍ଠାନ “ମିଶନ ଜୟଶ୍ରୀ ଜଗନ୍ନାଥ ସ°ଗଠନ ” ର ୮ମ ବାର୍ଷିକ ପ୍ରତିଷ୍ଠା ସମାରୋହ ସ୍ଥାନୀୟ ନାଚୁଣୀ ସ୍ଥିତ ସୁଚିତ୍ରା କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମିଶନର ସଭାପତି ପ୍ରଦୋଷ କୁମାର ଦାସ ଙ୍କ ଅଧ୍ୟକ୍ଷତାରେ ତଥା ସ°ପାଦକ ସଞ୍ଜୟ କୁମାର ବେହେରା ଙ୍କ ସ°ଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶ୍ରୀଜଗନ୍ନାଥ ସ°ସ୍କୃତି ଗବେଷକ, ବିଶିଷ୍ଟ ପ୍ରଵଚକ ତଥା ପୁରୀ ଜିଲ୍ଲାର କଣାସ ଡିଗ୍ରୀ କଲେଜର ଇଂରାଜୀ ଭାଷା… Continue reading ମିଶନ ଜୟଶ୍ରୀ ଜଗନ୍ନାଥ ସ°ଗଠନର ଅଷ୍ଟମ ବାର୍ଷିକ ସମାରୋହ

ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

ଚିଲିକା,୧୫।୯:ଶ୍ରୀଗୁଣ୍ଡିଚା ଆଧ୍ୟାତ୍ମିକ ଟ୍ରଷ୍ଟ ପୁରୀ ଓଡିଶା,ଭାଷା ସୁରକ୍ଷା ସମ୍ମିଳନୀ ଚିଲିକା ଏବଂ ପ୍ରଗତିଶୀଳ ସାହିତ୍ୟ ସି ନ୍ଦରା ର ମିଳିତ ଆନୁକୂଲ୍ୟରେ ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଶୀର୍ଷକ ଆଲୋଚନା ଚକ୍ର ବିଧାରପୁର ସ୍ଥିତ ଶୁଭମଙ୍ଗଳ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଅଧ୍ୟକ୍ଷତା କରିଥିଲେ ଟ୍ରଷ୍ଟ ର ସମ୍ପାଦକ ଲକ୍ଷ୍ମୀନାରାୟଣ ପଟ୍ଟନାୟକ। ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ବରିଷ୍ଠ ଦଇତାପତି ସେବକ… Continue reading ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ

ବାଣପୁରରେ ମହାଆଡମ୍ବରରେ ଗଣେଶ ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ବାଣପୁର,: ଖୋର୍ଦ୍ଧା ଜିଲ୍ଲା ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୱାର୍ଡ ନଂ-୬, ଦାସଘର ସାହି ଠାରେ ଓଁ ଶ୍ରୀ ଶ୍ରୀ ବିଘ୍ନେଶ୍ୱରାୟ ପୂଜା କମିଟି ପକ୍ଷରୁ ଶ୍ରୀଗଣେଶ ପୂଜା ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସନ୍ଧ୍ୟାରେ ଏକ ଭବ୍ୟ ସାଂସ୍କୃତିକ ସଭା ଅନୁଷ୍ଠିତ ହୋଇଥିଲା। ପୂଜା କମିଟିର ସଭାପତି ଶ୍ରୀକାନ୍ତ ଦାସ, ଉପସଭାପତି ନୀଳକଣ୍ଠ ସାହୁ, ସମ୍ପାଦକ ପ୍ରୟାସ ଦାସ, ପରିଚାଳକ ଅଶୋକ ପ୍ରଧାନ ଓ ସିପୁ ପ୍ରଧାନ, ସଂଯୋଜକ ବିଶ୍ୱଜିତ ମଙ୍ଗରାଜ ଏବଂ… Continue reading ବାଣପୁରରେ ମହାଆଡମ୍ବରରେ ଗଣେଶ ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ବାଲୁଗାଁ ଥାନାରେ ନୂତନ SI ଭାବେ ଯୋଗ ଦେଲେ ଜଗନ୍ନାଥ ସେଠୀ

(*ବାଲୁଗାଁ)ବାଲୁଗାଁ ଥାନାରେ ନୂତନ ସବ୍-ଇନ୍ସପେକ୍ଟର ଭାବେ ଜଗନ୍ନାଥ ସେଠୀ ଆଜି ଯୋଗ ଦେଇଛନ୍ତି। ସୂଚନନୁଯାୟୀ, ଜଗନ୍ନାଥ ସେଠୀ ଜଣେ ଅଭିଜ୍ଞ ଓ ସଚ୍ଚୋଟ ପୋଲିସ ଅଧିକାରୀ ଭାବେ ବେଶ୍ ପରିଚିତ।ପୂର୍ବରୁ କାର୍ଯ୍ୟରତ ଥିବା SI ଙ୍କ ବଦଳି ପରେ ଶୂନ୍ୟ ପଡିଥିବା ପଦବୀରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।ଥାନା ପରିସରରେ ଥାନା ଅଧିକାରୀଣୀ ଓ କର୍ମଚାରୀମାନେ ନୂତନ SI ଜଗନ୍ନାଥ ସେଠୀଙ୍କୁ ଫୁଲତୋଡା ଦେଇ ସ୍ୱାଗତ କରିଥିଲେ। “ବାଲୁଗାଁ ଏକ ସମ୍ବେଦନ ଶୀଳ ଅଞ୍ଚଳ”।ଦାୟିତ୍ୱ ଗ୍ରହଣ ପରେ… Continue reading ବାଲୁଗାଁ ଥାନାରେ ନୂତନ SI ଭାବେ ଯୋଗ ଦେଲେ ଜଗନ୍ନାଥ ସେଠୀ

ବିକାଶଶୀଳ ଓଡ଼ିଶା ଗଠନ ପାଇଁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ପଦାଙ୍କ ୨୦୩୬ର ଉପାଦାନ ହେଉ।

ଭୁବନେଶ୍ୱର / ପାରାଳାଖେମୁଣ୍ଡି – ୧୪ /୨୬ ବିଶ୍ୱନାଥ ଫଙ୍କସନ ହଲ,ରାଜଦାଣ୍ଡ ସାହି,ପାରଳାଖେମୁଣ୍ଡି ଠାରେ ଭାଷା ଆନ୍ଦୋଳନ, ଓଡ଼ିଶା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଏବଂ ଶବ୍ଦସ୍ପର୍ଶ ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲାରେ ଗଜପତି ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଦେବଙ୍କ କୀର୍ତ୍ତି ଓ କୃତିତ୍ୱ ଉପରେ ୧୨ ଏବଂ ୧୩ ତାରିଖରେ ମହାରାଜଙ୍କ କୃତିତ୍ୱ ପରିଦର୍ଶନ କରିବା ସହିତ ଏକ କର୍ମଶାଳା ସହ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଉତ୍କଳ… Continue reading ବିକାଶଶୀଳ ଓଡ଼ିଶା ଗଠନ ପାଇଁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ପଦାଙ୍କ ୨୦୩୬ର ଉପାଦାନ ହେଉ।

ବାଳକାଟିର ୬୦ ଟି ମଣ୍ଡପରେ ଶ୍ରୀ ଗଜାନନଙ୍କ ଆବାହନ

ବାଲିଅନ୍ତା,୧୪|୯ (ଗୋବର୍ଦ୍ଧନ ଦାସ): ଧରାପୃଷ୍ଠରେ ବିରାଜମାନ କରିଛନ୍ତି ବିଘ୍ନ ବିନାଶକ ଶ୍ରୀ ଗଣେଶ । ଚିତାକର୍ଷକ ତୋରଣ ସାଙ୍ଗଙ୍କୁ ଭିନ୍ନ ଭିନ୍ନ ବେଶରେ ପୂଜା ପାଉଛନ୍ତି l ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନିରେ ପ୍ରକମ୍ପିତ ହେଉଛନ୍ତି ପୂଜା ମଣ୍ଡପ l ଏଥିପାଇଁ ଛାତ୍ରଛାତ୍ରୀ, ଯୁବଗୋଷ୍ଠୀ, ଆୟୋଜକ ମାନଙ୍କ ମଧ୍ୟରେ ରପତ୍ସାହ ଉଦ୍ଦିପନା ଦେଖାଦେଇଛି । ଆୟୋଜକ ମାନେ ପୂଜାମଣ୍ଡପ ଗୁଡିକୁ ସୁନ୍ଦର ସାଜସଜାରେ ସଜାଇବା ସହ ରଙ୍ଗୀନ ଆଲୋକମାଳାରେ ଝଲସି ଉଠୁଛି ପୂଜା ମଣ୍ଡପ । ବିଶେଷକରି ଭୂବନେଶ୍ୱର ଉପକଣ୍ଠ… Continue reading ବାଳକାଟିର ୬୦ ଟି ମଣ୍ଡପରେ ଶ୍ରୀ ଗଜାନନଙ୍କ ଆବାହନ

ଗଣେଶ ପୂଜା ଶାନ୍ତି ଶୃଙ୍ଖଳାର ସହ ପାଳନ କରନ୍ତୁ – ବାଲୁଗାଁ ପୋଲିସର ଫ୍ଲାଗ୍ ମାର୍ଚ ଜରିଆରେ ଜନସଚେତନତା

ବାଲୁଗାଁ: ଆସନ୍ନ ଗଣେଶ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନେଇ ଆଜି ବାଲୁଗାଁ ପୋଲିସ ପକ୍ଷରୁ ସହରରେ ଫ୍ଲାଗ୍ ମାର୍ଚ୍ଚ କରାଯାଇଛି। ଅଞ୍ଚଳରେ ଆଇନଶୃଙ୍ଖଳା ବଜାୟ ରଖିବା, ଅସାମାଜିକ ବ୍ୟକ୍ତିଙ୍କ ଗତିବିଧି ଉପରେ ନଜର ରଖିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ସୁରକ୍ଷାର ଭାବନା ସୃଷ୍ଟି କରିବା ପାଇଁ ଏହି ଫ୍ଲାଗ୍ ମାର୍ଚ୍ଚ ଆୟୋଜନ କରାଯାଇଥିଲା। ଏହି ମାର୍ଚ୍ଚ ବାଲୁଗାଁ ଥାନାରୁ ବାହାରି ମୁଖ୍ୟ ବଜାର, ଗାନ୍ଧୀ ଛକ, ଚିଲିକା ରୋଡ୍ ସମେତ ବିଭିନ୍ନ… Continue reading ଗଣେଶ ପୂଜା ଶାନ୍ତି ଶୃଙ୍ଖଳାର ସହ ପାଳନ କରନ୍ତୁ – ବାଲୁଗାଁ ପୋଲିସର ଫ୍ଲାଗ୍ ମାର୍ଚ ଜରିଆରେ ଜନସଚେତନତା

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପରଲୋକ

ବାଲିଅନ୍ତା,୧୪|୯ (ଗୋବର୍ଦ୍ଧନ ଦାସ):ବାଳକାଟି ଅଞ୍ଚଳର ଜଣାଶୁଣା ବ୍ୟକ୍ତିତ୍ୱ ବିବେକାନନ୍ଦ ମହାନ୍ତିଙ୍କ ଗତକାଲି ସିରିଆଦେଇ ସ୍ଥିତ ନିଜ ବାସଭବନରେ ପରଲୋକ ହୋଇଛି l ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା l ସେ ଓଡ଼ଶା ସରକାରଙ୍କ ସ୍ୱାସ୍ଥ୍ୟବିଭାଗରେ ଚାକିରୀ କରିଥିବା ବେଳେ ନିର୍ମାଣ ଶିକ୍ଷାନୁଷ୍ଠାନର ମୁଖ୍ୟ ସିଦ୍ଧେଶ୍ୱର ମହାନ୍ତିଙ୍କ ବାପା ଥିଲେ l ସେ ୨୦୦୪ ରେ ଅବସର ନେଇଥିବା ବେଳେ ବାଳକାଟି, ଡେଲାଙ୍ଗ, କଣାସ ଏବଂ ବାଙ୍ଗୁରିଗାଁରେ ଚାକିରୀ କରିଥିଲେ l ମରଶରୀର ନିକଟରେ ଧର୍ମପତ୍ନୀ… Continue reading ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପରଲୋକ

ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ:ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

ଚିଲିକା, ୧୪ ।୯: ତାରିଣୀପୀଠ, ଝିଣ୍ଟିକାପଲ୍ଲୀଠାରେ ବାଣପୁର ଏନ.ଏ.ସି. ଅଞ୍ଚଳର ଶତାଧିକ କୃଷକ ବନ୍ଧୁଙ୍କ ଦ୍ୱାରା ଆୟୋଜିତ ଏକ ଆତ୍ମୀୟତାପୂର୍ଣ୍ଣ କାର୍ଯ୍ୟକ୍ରମରେ ସମାଜସେବୀ ତଥା ବାଣପୁର ଏନ.ଏ.ସି .ର ବିଜେପି ଯୁବ ସଂଗଠକ ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କୁ ଅତିଥି ଭାବେ ଆମନ୍ତ୍ରଣ କରାଯାଇଥିଲା। ଶ୍ରୀ ମିଶ୍ର କାର୍ଯ୍ୟକ୍ରମରେ ଯୋଗଦେଇ କୃଷକ ବନ୍ଧୁମାନଙ୍କ ସହ ମତବିନିମୟ କରିଥିଲେ।ଚଳିତ କୃଷି ଋତୁରେ ଉତ୍ତମ ଅମଳ ଓ କୃଷକମାନଙ୍କ ସମୃଦ୍ଧି କାମନା କରି ମା’ଙ୍କ ନିକଟରୁ ଆଜ୍ଞାମାଳ ଆଣିବା ଏହି… Continue reading ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ:ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ

You cannot copy content of this page