ବାଲିଅନ୍ତା,୨୧|୬:ଭୁବନେଶ୍ୱର ବ୍ଲକ ପ୍ରଶାସନ ପକ୍ଷରୁ ଶାନ୍ତିସ୍ତୁପ ଧଉଳି ଏବଂ ବାଲିଅନ୍ତା ବ୍ଲକ ପକ୍ଷରୁ ବ୍ଲକ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି l ଶାନ୍ତିସ୍ତୁପ ଧଉଳିରେ ଭୁବନେଶ୍ୱର ବ୍ଲକ ଉନ୍ନୟନ ଅଧିକାରୀ ଦେବିପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ମନୋରଞ୍ଜନ ସାହୁ, ପର୍ଯ୍ୟଟନ ଅଧିକାରୀ ଅଞ୍ଜନ ବାରିକ, ବ୍ଲକ ଅଧ୍ୟକ୍ଷା ନିରୁପମା ସାହୁ, ସ୍ଥାନୀୟ ସରପଞ୍ଚ ଚନ୍ଦନ କୁମାର ମଲ୍ଲିକ, ଯୁବ ସ୍ବେଛାସେବୀ ଭଗବାନ ସାହୁ, ଆଲୋକ କୁମାର ସାହୁ ପ୍ରମୁଖ ଯୋଗଦେଇ… Continue reading ଶାନ୍ତିସ୍ତୁପ ଧଉଳି ଓ ବାଲିଅନ୍ତାରେ ଅନ୍ତର୍ଜାତୀୟ ଯୋଗଦିବସ ପାଳିତ
ଶାନ୍ତିସ୍ତୁପ ଧଉଳି ଓ ବାଲିଅନ୍ତାରେ ଅନ୍ତର୍ଜାତୀୟ ଯୋଗଦିବସ ପାଳିତ