ଭୁବନେଶ୍ୱର ତା 15/06/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବ୍ୟାସକବି ଫକୀର ମୋହନ ସେନାପତି ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ ବାଣୀବିହାର ସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ପ୍ରାଣ, ମହାନ କଥାକାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ 108 ତମ ଶ୍ରାଦ୍ଧଦିବସ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା l ଉକ୍ତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବିଶିଷ୍ଟ ଓଡ଼ିଆ ଭାଷା ପ୍ରାଣ ଡ଼ଃ ଅଦୈତ ପାତ୍ର,ସମାଜସେବୀକା ଅନୁପମା ବେହେରା,… Continue reading ଓଡ଼ିଆ ଭାଷା,ସାହିତ୍ୟର କର୍ଣ୍ଣଧାର ଥିଲେ ବ୍ୟାସକବି ଫକୀର ମୋହନ ସେନାପତି
ଓଡ଼ିଆ ଭାଷା,ସାହିତ୍ୟର କର୍ଣ୍ଣଧାର ଥିଲେ ବ୍ୟାସକବି ଫକୀର ମୋହନ ସେନାପତି