ନାଚୁଣୀ, ୧୩ । ୯:ବୋଲଗଡ଼ ମଣ୍ଡଳ ଅନ୍ତର୍ଗତ କାହ୍ନୁ ଚରଣ ସରକାରୀ ଉଚ୍ଚ ବିଦ୍ୟାଳୟ,କଳାଙ୍ଗ ସମ୍ମିଳନୀ କକ୍ଷରେ ସାଧନ କେନ୍ଦ୍ର ସଂଯୋଜକ ବିଭୁପ୍ରସାଦ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଉଲ୍ଲାସ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୯ଟି ସରକାରୀ ମାଧ୍ୟମିକ,ଉଚ୍ଚ ପ୍ରାଥମିକ ,ପ୍ରାଥମିକ ବିଦ୍ୟାଳୟର ୧୮ ଜଣ ପ୍ରଶିକ୍ଷାର୍ଥୀଙ୍କୁ ଶ୍ରୀ ମହାପାତ୍ର ଉଲ୍ଲାସ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । କାହ୍ନୁ ଚରଣ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ,ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ… Continue reading କଳାଙ୍ଗରେ ଉଲ୍ଲାସ ପ୍ରଶିକ୍ଷଣ ଓ ପଥପ୍ରାନ୍ତ ନାଟକ ପରିବେଷଣ
କଳାଙ୍ଗରେ ଉଲ୍ଲାସ ପ୍ରଶିକ୍ଷଣ ଓ ପଥପ୍ରାନ୍ତ ନାଟକ ପରିବେଷଣ