ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ରହିଛି ବୋଲି ଏସସିଇଆରଟି କର୍ତ୍ତୁପକ୍ଷ ସ୍ବୀକାର କରି ଥିବାରୁ, ଏହି ତ୍ରୁଟି ରହିଥିବା ସମସ୍ତ ପାଠ୍ୟ ପୁସ୍ତକକୁ ସରକାର ଫେରସ୍ତ କରିନେବା ଆବଶ୍ୟକ | ଖଣ୍ଡିଏ ବି ଭୁଲ ବହି କାହାପାଖରେ ରହିବା ଉଚ୍ଚିତ ନୁହେଁ, ଭବିଷ୍ୟତ ପିଢ଼ି ପାଇଁ ମହାପାପ | ଯଥାଶିଘ୍ର ସମ୍ଭବ ତ୍ରୁଟିଶୂନ୍ୟ ପାଠ୍ୟ ପୁସ୍ତକ ପ୍ରସ୍ତୁତ କରାଯାଇ ସରକାର ବିଦ୍ୟାଳୟଗୁଡିକୁ ମଧ୍ୟ ଯୋଗାଇଦେବା ଆବଶ୍ୟକ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ… Continue reading ଖଣ୍ଡିଏ ବି ଭୁଲ ବହି କାହାପାଖରେ ରହିବା ଉଚ୍ଚିତ ନୁହେଁ, ଭବିଷ୍ୟତ ପିଢ଼ି ପାଇଁ ମହାପାପ