ବାଲୁଗାଁ ପୁରୁଣା ଏସ. ଡି. ପି ଓ. ଅଫିସ ପଛ ରାସ୍ତା ପାଲଟିଛି ନର୍କ, ଦୁର୍ଗନ୍ଧରେ ଫାଟୁଛି ନାକ ।ନୀରବଦ୍ରଷ୍ଟା ପାଲଟିଛି ପ୍ରଶାସନ

ବାଲୁଗାଁ(ଖୋର୍ଦ୍ଧା ଜିଲ୍ଲା)୧୨।୯:ବାଲୁଗାଁ ବିଜ୍ଞାପିତ ପରିଷଦ ଅନ୍ତର୍ଗତ ପୁରୁଣା ଏସଡିପିଓ ଅଫିସ ପଛପଟ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।ସାମାନ୍ୟ ବର୍ଷା ହେଲେ ରାସ୍ତା ଉପରେ ଆଣ୍ଠୁଏ ଯାଏଁ ପାଣି ଜମି ରହୁଛି ।ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନ୍ ବ୍ୟବସ୍ଥା ନଥିବାରୁ ବର୍ଷା ପାଣି ଦିନ ଦିନ ଧରି ରାସ୍ତା ଉପରେ ଜମି ରହୁଛି ।ଫଳରେ ସ୍ଥାନୀୟ ଲୋକେ ଯିବା ଆସିବାରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।ଏହି ରାସ୍ତା ଦେଇ ପ୍ରତିଦିନ ଗାଡ଼ି,… Continue reading ବାଲୁଗାଁ ପୁରୁଣା ଏସ. ଡି. ପି ଓ. ଅଫିସ ପଛ ରାସ୍ତା ପାଲଟିଛି ନର୍କ, ଦୁର୍ଗନ୍ଧରେ ଫାଟୁଛି ନାକ ।ନୀରବଦ୍ରଷ୍ଟା ପାଲଟିଛି ପ୍ରଶାସନ

ଜିଲ୍ଲା ବିଜ୍ଞାନ ନାଟକ ପ୍ରତିଯୋଗିତା ରେ ଚିଲିକା ବ୍ଲକ କୁ ଶ୍ରେଷ୍ଠ ପାଣ୍ଡୁଲିପି, ଶ୍ରେଷ୍ଠ ଅଭିନେତା ପୁରସ୍କାର

ଚିଲିକା, ୧୨।୯:ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ବିଜ୍ଞାନ ପ୍ରତିଯୋଗିତା ରେ ଚିଲିକା ବ୍ଲକ କୁ ଶ୍ରେଷ୍ଠ ପାଣ୍ଡୁଲିପି ପୁରସ୍କାର ଓ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଥିବା ବେଳେ ଜଟଣୀ ବ୍ଲକ କୁ ଶ୍ରେଷ୍ଠ ନିର୍ଦ୍ଦେଶନା ପୁରସ୍କାର ମିଳିଛି। ଜିଲ୍ଲା ଅନ୍ତର୍ଗତ ୯ ଟି ବିଦ୍ୟାଳୟ ଏହି ପ୍ରତିଯୋଗିତା ରେ ଯୋଗ ଦେଇଥିବା ବେଳେ ଚିଲିକା ବ୍ଲକ ଅନ୍ତର୍ଗତ ଶ୍ରୀ ଲୋକନାଥ ଦେବମାନସିଂହ ବିଦ୍ୟାପୀଠ, ବିରିବାଡ଼ି ର ଛାତ୍ର ତନ୍ମୟ ବିଶ୍ୱାଳ ଶ୍ରେଷ୍ଠ ଅଭିନେତା ପୁରସ୍କାର ଏବଂ ଏହି ବିଦ୍ୟାଳୟ… Continue reading ଜିଲ୍ଲା ବିଜ୍ଞାନ ନାଟକ ପ୍ରତିଯୋଗିତା ରେ ଚିଲିକା ବ୍ଲକ କୁ ଶ୍ରେଷ୍ଠ ପାଣ୍ଡୁଲିପି, ଶ୍ରେଷ୍ଠ ଅଭିନେତା ପୁରସ୍କାର

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

ଚିଲିକା, ୧୨।୯:ଚିଲିକା ବ୍ଲକ ଅନ୍ତର୍ଗତ ପି.ଏମ୍.ଶ୍ରୀ. ପଞ୍ଚପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟ, ଆଙ୍କୁଲାଚ଼ଟି ଠାରେ ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଆନୁକୂଲ୍ୟରେ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଅଛି। ତାଲିମ ଶିବିରକୁ ଚିଲିକା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦ୍ବାରିକାନାଥ ବେହେରା ଶ୍ରୀଗଣେଶଙ୍କ ଫଟୋ ଚିତ୍ରରେ ଧୂପପୁଷ୍ପ ଅର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି… Continue reading ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

ଆଡିପଡା ଆଦର୍ଶ ବିଦ୍ୟାଳୟର ଦ୍ଵାଦଶ ବାର୍ଷିକ ଉତ୍ସବ ପାଳିତ

ଚିଲିକା, ୧୨।୯: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଳକ ଅନ୍ତର୍ଗତ କୁହୁଡିସ୍ଥ ଆଡିପଡ଼ା ଆଦର୍ଶ ବିଦ୍ୟାଳୟର ଦ୍ଵାଦଶ ବାର୍ଷିକ ଉତ୍ସବ ଆଜି ପାଳିତ ହୋଇଯାଇଅଛି । ବିଦ୍ୟାଳୟର ଅଧ୍ୟକ୍ଷା ଭାଲେଣ୍ଟିନା ନାହାକଙ୍କ ପୌରୋହିତରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ସଭାର ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ବିଗ୍ରହରେ ଧୂପପୁଷ୍ପ ଅର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ବାର୍ଷିକ ଉତ୍ସବର ଶୁଭ ଉଦ୍ଘାଟନ କରିଥିଲେ । ଉକ୍ତ ଦ୍ବାଦଶ ବାର୍ଷିକ ଉତ୍ସବ ସଭାରେ ମୁଖ୍ୟ ଅତିଥି ଭାବେ ଟାଙ୍ଗୀ ବ୍ଳକ… Continue reading ଆଡିପଡା ଆଦର୍ଶ ବିଦ୍ୟାଳୟର ଦ୍ଵାଦଶ ବାର୍ଷିକ ଉତ୍ସବ ପାଳିତ

ଶ୍ରୀ ଜୟଦେବ ଅନ୍ତଃରାଷ୍ଟ୍ରୀୟଓ଼ ପଦ୍ମାବତୀ ସମ୍ମାନ ପ୍ରଦାନ

ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମନମୋହିଲା ଦେଶ ବିଦେଶର ପ୍ରକ୍ଷାତ ଶିଳ୍ପୀଙ୍କ ବିଭିନ୍ନ ଶାସ୍ତ୍ରୀୟ ନୃତ୍ୟ ଭୁବନେଶ୍ୱର ତା 10 ରିଖ l ନ୍ୟାସନେଲ କଲଚର ମିଶନ ଦ୍ୱାରା ଆୟୋଜିତ ଦୁଇ ଦିନିଆ ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହ ଓ ନବୀନ କଳାକାର ରେ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମର ଦ୍ଵିତୀୟ ବା ଉଦଯାପନୀ ସନ୍ଧ୍ୟା ଆଜି ବୁଦ୍ଧ ମନ୍ଦିର ପ୍ରେଖ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଆଜି ସନ୍ଧ୍ୟାରେ ଭାରତ ନାଟ୍ୟମ ନୃତ୍ୟଶିଳ୍ପୀ ଦେବଜାନି… Continue reading ଶ୍ରୀ ଜୟଦେବ ଅନ୍ତଃରାଷ୍ଟ୍ରୀୟଓ଼ ପଦ୍ମାବତୀ ସମ୍ମାନ ପ୍ରଦାନ

କ୍ଳଷ୍ଟର ସ୍ତରୀୟ ନବଭାରତ ସାକ୍ଷରତା ତାଲିମ ଶିବିର

ଚିଲିକା,୧୦।୯ :ସାଗରଗାଁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ସମ୍ପୃକ୍ତ ସାଧନ କେନ୍ଦ୍ର ସଂଯୋଜକ ପ୍ରଦୀପ କୁମାର ବଳବନ୍ତରାୟଙ୍କ ତତ୍ତ୍ବାବଧାନରେ ଗୁରୁବାର ଦିନ କ୍ଳଷ୍ଟର ସ୍ତରୀୟ ନବଭାରତ ସାକ୍ଷରତା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ପ୍ରଶିକ୍ଷକ ରୂପେ ସଂଯୋଜକ ପ୍ରଦୀପ କୁମାର ବଳବନ୍ତରାୟ, ସାଗରଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ରବିନ୍ଦ୍ର କୁମାର ବେହେରା ଓ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ହଳଦୀପଦାର ବରିଷ୍ଠ ଶିକ୍ଷକ ପ୍ରଫୁଲ୍ଲ କୁମାର ସିଂହ ଯୋଗ ଦେଇଥିଲେ। ପ୍ରଶିକ୍ଷାର୍ଥୀ ଭାବେ ଦଶଟି ବିଦ୍ୟାଳୟର… Continue reading କ୍ଳଷ୍ଟର ସ୍ତରୀୟ ନବଭାରତ ସାକ୍ଷରତା ତାଲିମ ଶିବିର

ଯୌତୁକ ପ୍ରଥା ବିରୋଧରେ ସଚେତନତା ତାଲିମମହିଳାଙ୍କ ଅଧିକାର ଓ ସୁରକ୍ଷା ଉପରେ ଗୁରୁତ୍ୱ

ଭବାନୀପାଟଣା, ୯/୯/୨୦୨୬ (ଜନ୍ମେଜୟ ନାଏକ):ସମାଜରୁ ଯୌତୁକ ପ୍ରଥା ଭଳି ଏକ ଗୁରୁତର ସାମାଜିକ କୁପ୍ରଥାର ମୂଳୋତ୍ପାଟନ ସହିତ ମହିଳାଙ୍କ ସୁରକ୍ଷା, ସମ୍ମାନ ଓ ଆଇନଗତ ଅଧିକାର ସମ୍ପର୍କରେ ଜନସଚେତନତା ବୃଦ୍ଧି ଲକ୍ଷ୍ୟରେ ଯୌତୁକ ନିଷେଧ ଆଇନ ଉପରେ ଏକ ସଚେତନତା ଓ ତାଲିମ କାର୍ଯ୍ୟକ୍ରମ ଭବାନୀପାଟଣାସ୍ଥିତ ଷ୍ଟାଟିଷ୍ଟିକାଲ୍ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲ୍ଲା ପ୍ଲାନିଂ ଓ ମନିଟରିଂ ୟୁନିଟ୍‌ର… Continue reading ଯୌତୁକ ପ୍ରଥା ବିରୋଧରେ ସଚେତନତା ତାଲିମମହିଳାଙ୍କ ଅଧିକାର ଓ ସୁରକ୍ଷା ଉପରେ ଗୁରୁତ୍ୱ

ବଉଳାବନ୍ଧରେ ଶ୍ରୀସତ୍ୟସାଇ ସଂଗଠନର ବାର୍ଷିକ ଉତ୍ସବ ପାଳିତ ।

ଚିଲିକା, ୯।୯:ଚିଲିକା ବ୍ଲକ ଅନ୍ତର୍ଗତ ବଉଳାବନ୍ଧ ଗ୍ରାମଠାରେ ଚଳିତ ବର୍ଷ ଶ୍ରୀ ସତ୍ୟସାଇ ଭଜନ କେନ୍ଦ୍ରର ଦ୍ୱିତୀୟ ବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଅଛି । ଏହି ଉପଲକ୍ଷେ ଏକ ଭଜନ ଓ ସତ୍‌ସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସାଇ ଆଶ୍ରିତ ମାନଙ୍କ ଦ୍ଵାରା ବାବାଙ୍କ ଉଦ୍ଦେଶ୍ୟରେ ଭଜନ ଗାନ କରାଯାଇଥିଲା । ଏହାପରେ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ସାଇ ଜିଲ୍ଲା ସଂଗଠନର ସଭାପତି ଶ୍ରୀଯୁକ୍ତ ବ୍ରଜସୁନ୍ଦର… Continue reading ବଉଳାବନ୍ଧରେ ଶ୍ରୀସତ୍ୟସାଇ ସଂଗଠନର ବାର୍ଷିକ ଉତ୍ସବ ପାଳିତ ।

ଡିଜିପି ଚୟନ ପ୍ରକ୍ରିୟା ରେ ନୂଆ ମୋଡ଼

ଓଡ଼ିଶାରେ ପୂର୍ଣ୍ଣକାଳୀନ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତିକୁ ନେଇ ଚାଲିଥିବା ଆଇନଗତ ବିବାଦର ଶୁଣାଣି ପୁଣି ଘୁଞ୍ଚିଛି। ସୁପ୍ରିମକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୬ରେ କରିବେ। ଏହା ସହ ମାମଲାରେ ବରିଷ୍ଠ IPS ଅଧିକାରୀ ସୁଶାନ୍ତ ନାଥଙ୍କ ଯୋଗଦାନ ନୂଆ ମୋଡ଼ ଆଣିଛି। ରିପୋର୍ଟ ଅନୁସାରେ, ସୁଶାନ୍ତ ନାଥ ନିଜ ଓକିଲଙ୍କ ମାଧ୍ୟମରେ ମାମଲାରେ ପକ୍ଷ ରଖିବା ପାଇଁ ସମୟ ମାଗିଛନ୍ତି। DGP ପଦ ପାଇଁ ପୂର୍ବରୁ ପ୍ରସ୍ତୁତ ତିନିଜଣିଆ ତାଲିକାରେ ତାଙ୍କ ନାମ… Continue reading ଡିଜିପି ଚୟନ ପ୍ରକ୍ରିୟା ରେ ନୂଆ ମୋଡ଼

ଗୋଲାମୁଣ୍ଡା ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର୩୫୯ ଜଣଙ୍କ ପଞ୍ଜୀକରଣ, ୫୦ ଜଣଙ୍କୁ ଉଦ୍ୟମ ପ୍ରମାଣପତ୍ର; ଭିନ୍ନକ୍ଷମଙ୍କୁ ମିଳିଲା ବିଭିନ୍ନ ସହାୟତା

ଧର୍ମଗଡ ୮/୯: ଜନ୍ମେଜୟ ନାଏକଭିନ୍ନକ୍ଷମଙ୍କୁ ସରକାରୀ ଯୋଜନାର ସୁବିଧା, ଚିକିତ୍ସା ସେବା, ଭତ୍ତା ଓ ଆବଶ୍ୟକ ସହାୟକ ଉପକରଣ ଯୋଗାଇଦେବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଥମ ପର୍ଯ୍ୟାୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଓ ଏଆରସି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ଭିନ୍ନକ୍ଷମ ବ୍ୟକ୍ତି ଯୋଗଦେଇ ସରକାରୀ ସେବା ଓ ସୁବିଧା ହାସଲ କରିଥିଲେ।ଶିବିରକୁ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ମୁଖ୍ୟ… Continue reading ଗୋଲାମୁଣ୍ଡା ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର୩୫୯ ଜଣଙ୍କ ପଞ୍ଜୀକରଣ, ୫୦ ଜଣଙ୍କୁ ଉଦ୍ୟମ ପ୍ରମାଣପତ୍ର; ଭିନ୍ନକ୍ଷମଙ୍କୁ ମିଳିଲା ବିଭିନ୍ନ ସହାୟତା

You cannot copy content of this page