ବ୍ରହ୍ମପୁର,୧୯/୫: ସତେ ଯେମିତି ଆପରାଧୀ ମାନଙ୍କର ପୋଲିସକୁ ଏବଂ ଆଇନ୍ କାନୁନ୍କୁ ବେଖାତିର କରିବାରେ ଲାଗିଛନ୍ତି।କିଛି ଦିନ ତଳେ ଡି ଜି ପି, ୱ। ବି ଖୁରାନିଆ ଅପରାଧୀ ମାନଙ୍କୁ ସାବାଡ କରିବାପାଇଁ ସିଧା ଏନ୍ କାଉଣ୍ଟର୍ କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ, ପୁଣି ଥରେ ବାଲିଅନ୍ତା ଘଟଣାର ପୁନରାବୃତ୍ତି ବ୍ରହ୍ମପୁରରେ ଘଟିଛି। ରାଜ୍ୟରେ ଯେମିତି ଅପରାଧୀ ମାନେ ପୋଲିସ୍ କୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଉଛନ୍ତି,ଏବେ ସବୁ ଆଡ଼େ ଭାଇରାଲ ହବାର ଲାଗିଛି, ଏକ ଭିଡିଓ… Continue reading ବ୍ରହ୍ମପୁରରେ ବାଲିଅନ୍ତା ଘଟଣାର ପୁନରାବୃତ୍ତି
ବ୍ରହ୍ମପୁରରେ ବାଲିଅନ୍ତା ଘଟଣାର ପୁନରାବୃତ୍ତି