ଡ଼କ୍ଟର ତନ୍ମୟ ତ୍ରିପାଠୀଙ୍କ ଦ୍ଵାରା ଅଂଶୁଘାତ ସତର୍କତା କାର୍ଯ୍ୟକ୍ରମ

ବାଳକାଟୀ: ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ବାଳକାଟୀ ଠାରେ ଡ଼କ୍ଟର ତନ୍ମୟ ତ୍ରିପାଠୀ ଙ୍କ ଦ୍ଵାରା ଅଂଶୁଘାତ ନହେବା ପାଇଁ କିପରି ସତର୍କତା ଅବଲମ୍ବନ କରିବା ସେହି ସମ୍ପର୍କେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | CHO, ANM ଆଶା, ଅଙ୍ଗନବାଡି କର୍ମୀ,ସୁପରଭାଇଜର ଉପସ୍ଥିତ ଥିଲେ ଅଂଶୁଘାତ ବିଷୟରେ ସମ୍ପୂର୍ଣ ଆଲୋଚନା କରାଗଲା ଓ ସବୁ GPS center ରେ ORS ଓ ମାଟି ହାଣ୍ଡି ରେ କ୍ଲୋରିନ ମିଶେଇ ବାଟୋଇ ଙ୍କୁ ଦିଆଯିବ | ଅଂଶୁଘାତ ରୋଗୀ ଦେଖିଲେ… Continue reading ଡ଼କ୍ଟର ତନ୍ମୟ ତ୍ରିପାଠୀଙ୍କ ଦ୍ଵାରା ଅଂଶୁଘାତ ସତର୍କତା କାର୍ଯ୍ୟକ୍ରମ

ରାଜ୍ୟରେ ଘୋଷଣା ହେଲା ଆଉ ୨୨ ନୂଆ NAC

ରାଜ୍ୟରେ ଆଉ ନୂଆ ୨୨ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି। ସେଗୁଡ଼ିକ ହେଲା ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର… Continue reading ରାଜ୍ୟରେ ଘୋଷଣା ହେଲା ଆଉ ୨୨ ନୂଆ NAC

ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡ

ଭୁବନେଶ୍ୱର: ପାଣିପାଗ ବିଭାଗର ଆକଳନ ଅନୁସାରେ ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡର ପ୍ରଭାବ ଦେଖାଯିବ । ପାଣିପାଗ ବିଭାଗର ଆକଳନ ଅନୁସାରେ ଉପରମୁହାଁ ହେବ ପାରଦ । ଉଭୟ ଦିନ ଓ ରାତିରେ ତାପମାତ୍ରା ବୃଦ୍ଧି ପାଇବ । ଆଗାମୀ ୪ ଦିନ ଯାଏଁ ପ୍ରାୟ ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା । ୪୦ ଡିଗ୍ରୀ ତାତିରେ ଆଉଟ ପାଉଟ ହେବ ଓଡିଶା । ତେବେ ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାପମାତ୍ରା ବୃଦ୍ଧି… Continue reading ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡ

ବୀରମହାରାଜପୁର ଏନ୍ଏସି ଘୋଷିତ

ଭୁବନେଶ୍ୱର: ରାଜ୍ୟ ସରକାର ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଛି । ବୀରମହାରାଜପୁରକୁ ଏନ୍ଏସି ମାନ୍ୟତା ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ… Continue reading ବୀରମହାରାଜପୁର ଏନ୍ଏସି ଘୋଷିତ

You cannot copy content of this page