ବାଲୁଗାଁରେ ଧୁମଧାମରେ ପାଳିତ ହେଉଛି ଖୁଦୁରୁକୁଣୀ ଓଷା

ଚିଲିକା, ୩ଠା ୮: ଚଳିତ ବର୍ଷ ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ଖୁଦୁରୁକୁଣୀ ଓଷା | ବାଲୁଗାଁରେ ପ୍ରତ୍ୟେକ ଗାଁ ମୁଣ୍ଡରେ ଝିଅ ମାନଙ୍କ ଭିଡ଼ ଦେଖିବାକୁ ମିଳିଛି ।ଆଜି ଭାଦ୍ରବ ମାସ ପ୍ରଥମ ରବିବାରରୁ ସାରା ଓଡ଼ିଶା ସହ ବାଲୁଗାଁ ଅଞ୍ଚଳର ସବୁ ଗାଁ ଗହଳିରେ ଖୁଦୁରୁକୁଣୀ ଓଷା ଆରମ୍ଭ ହୋଇଛି ।ଏହା କୁଆଁରୀ ଝିଅମାନଙ୍କର ପ୍ରିୟ ଓଷା ।ଏହି ଓଷାରେ ମା’ ଦୁର୍ଗାଙ୍କ ଅବତାର ମା’ ଖୁଦୁରୁକୁଣୀ ପୂଜା ପାଆନ୍ତି ।କୁହାଯାଏ, ଖୁଦ ଭଜାରେ… Continue reading ବାଲୁଗାଁରେ ଧୁମଧାମରେ ପାଳିତ ହେଉଛି ଖୁଦୁରୁକୁଣୀ ଓଷା

ବାଲୁଗାଁ ପୋଲିସ୍ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଚିଲିକା,୩୦ା୮: ନିଶା ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ପୋଲିସ୍ ନିର୍ଦ୍ଦେଶକ୍ରମେ ବାଲୁଗାଁ ପୋଲିସ୍ ପକ୍ଷରୁ ବାଲୁଗାଁ ଅଞ୍ଚଳର ବିଭିନ୍ନ ସ୍କୁଲ ଓ କଲେଜ ମାନଙ୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ନିଶା ଦ୍ରବ୍ୟ ସେବନର ଭୟାବହ ପରିଣାମ ଓ ଏହା ଦ୍ଵାରା ସମାଜ ଉପରେ ପଡୁଥିବା କୁପ୍ରଭାବ ବିଷୟରେ ସଚେତନ କରାଯିବା ସହ ସୁସ୍ଥ ଓ ନିଶାମୁକ୍ତ ଜୀବନଶୈଳୀ ଅବଲମ୍ବନ ପାଇଁ ପ୍ରୋତ୍ସାହିତ କରାଯାଇଥିଲା। ଏହି… Continue reading ବାଲୁଗାଁ ପୋଲିସ୍ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ସାଧାରଣ ନାଗରିକଙ୍କୁ ମିଳୁ ସମ୍ମାନ, ଅସାମାଜିକ ତତ୍ତ୍ୱଙ୍କ ବିରୋଧରେହେଉ ଜିରୋ ଟଲରେନ୍ସ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର୨୯ ଅଗଷ୍ଟ ୨୦୨୬ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ପୋଲିସ ସଂସ୍କାର ପାଇଁ ପ୍ରତ୍ୟେକ ପ୍ରସ୍ତାବ ଓ ଗୁରୁତ୍ଵପୂର୍ଣ୍ଣ ଦିଗକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱର ସହ ନେବା ସହିତ ଏଗୁଡ଼ିକର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସମସ୍ତ ସାଧନ,… Continue reading ସାଧାରଣ ନାଗରିକଙ୍କୁ ମିଳୁ ସମ୍ମାନ, ଅସାମାଜିକ ତତ୍ତ୍ୱଙ୍କ ବିରୋଧରେହେଉ ଜିରୋ ଟଲରେନ୍ସ – ମୁଖ୍ୟମନ୍ତ୍ରୀ

ଦୈନିକ ଖବରକାଗଜ “ସଶକ୍ତ ବାର୍ତ୍ତା “ଶୁଭ ଲୋକାର୍ପିତ

ଭୁବନେଶ୍ୱର ତା 29/08/26 ଏକ ଗରିମାମୟ କାର୍ଯ୍ୟକ୍ରମରେ ‘ସଶକ୍ତ ବାର୍ତ୍ତା’ ଦୈନିକ ଓଡ଼ିଆ ଖବରକାଗଜ ସ୍ଥାନୀୟ ନୟା ପଲ୍ଲୀ ସଶକ୍ତ ଓଡିଶା କାର୍ଯ୍ୟାଳୟ ଠାରେ ଆନୁଷ୍ଠାନିକ ଭାବେ ଉନ୍ମୋଚନ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଲୋଚନା ଓ ବଡ଼ ଖବର ସମ୍ପାଦକ ଅର୍ଧେନ୍ଦୁ ଦାସ, ମୁଖ୍ୟବକ୍ତା ଭାବେ ବିଶ୍ୱବାଣୀ ସମ୍ପାଦକ ଅର୍ଜୁନ ମୁଦୁଲି, ସମ୍ମାନିତ ଅତିଥି ଭାବେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ, ଉତ୍କଳ ବୁଲେଟିନ ସମ୍ପାଦକ ଅରବିନ୍ଦ ତ୍ରିପାଠୀ, ସଂଗଠନ… Continue reading ଦୈନିକ ଖବରକାଗଜ “ସଶକ୍ତ ବାର୍ତ୍ତା “ଶୁଭ ଲୋକାର୍ପିତ

କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁରକ୍ତଦାନ ଉତ୍ସବ-୨୦୨୬

ବାଲିଅନ୍ତା ୨୯/୦୮/୨୬(ଗୋବର୍ଦ୍ଧନ ଦାସ):- କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ର ଅଧ୍ୟକ୍ଷ ତଥା ଓଡିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ର ପୂର୍ବତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ପାକରାୟଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ରକ୍ତଦାନ ଉତ୍ସବରେ ଅତିଥ୍ ଭାବେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ର ବିଧାୟକ ଡ. ଅରୁଣ କୁମାର ସାହୁ, ଭୁବନେଶ୍ଵର-ମଧ୍ଯମ… Continue reading କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁରକ୍ତଦାନ ଉତ୍ସବ-୨୦୨୬

ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

ଚିଲିକା, ୨୯। ୮: ବେଗୁନିଆ ମଣ୍ଡଳ ଅନ୍ତର୍ଗତ ପିଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶାରୀରିକ ଶିକ୍ଷା ଶିକ୍ଷକ ପ୍ରଭାତ କୁମାର ନିଶଙ୍କଙ୍କ ତତ୍ୱାବଧାନରେ ଏବଂ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କ ପୌରୋହିତ୍ୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ବେହେରା ମୁଖ୍ୟ ଅତିଥି ରୂପେ ଯୋଗଦାନ କରି କ୍ରୀଡା ଉତ୍ସବକୁ ଉଦ୍ଘାଟନ କରିଥିଲେ ।ଶିକ୍ଷକ ସୂର୍ଯ୍ୟକାନ୍ତ ମହାପାତ୍ର ସ୍ୱାଗତ ଭାଷଣ ଦେଇ ଅତିଥି ପରିଚୟ ପ୍ରଦାନ କରିଥିଲେ… Continue reading ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

ରାକ୍ଷୀ ପୂର୍ଣ୍ଣିମାରେ ଚିଲିକା ଖଣ୍ଡରେ ଏକତା, ଭାଇଚାରା ଓ ରାଷ୍ଟ୍ରହିତର ବାର୍ତ୍ତା

ଚିଲିକା, ୨୯ ।୮: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସ୍ୱୟଂସେବକ ଭାଇମାନଙ୍କ ପକ୍ଷରୁ ଚିଲିକା ଖଣ୍ଡ ଅଞ୍ଚଳରେ ଏକତା, ଭାଇଚାରା, ସାମାଜିକ ସଦ୍ ଭାବନା ଓ ରାଷ୍ଟ୍ରହିତର ବାର୍ତ୍ତା ପ୍ରଚାର କରାଯାଇଛି। ଏହି ଅବସରରେ ଚିଲିକା ଖଣ୍ଡ ଅନ୍ତର୍ଗତ ସୋରଣ, ନାଚୁଣୀ ଓ ବାଲୁଗାଁ ସମେତ ବିଭିନ୍ନ ଅଞ୍ଚଳରେ ସମାଜର ରାଷ୍ଟ୍ରହିତାକାଂକ୍ଷୀ ଓ ସେବାମନୋଭାବୀ ବ୍ୟକ୍ତିମାନଙ୍କୁ ରାକ୍ଷୀ ବାନ୍ଧି ପରସ୍ପର ଭାଇଚାରା ଓ ଦାୟିତ୍ୱବୋଧର ସନ୍ଦେଶ ଦିଆଯାଇଥିଲା।ରାକ୍ଷୀ କେବଳ ଭାଇ ଓ ଭଉଣୀଙ୍କ… Continue reading ରାକ୍ଷୀ ପୂର୍ଣ୍ଣିମାରେ ଚିଲିକା ଖଣ୍ଡରେ ଏକତା, ଭାଇଚାରା ଓ ରାଷ୍ଟ୍ରହିତର ବାର୍ତ୍ତା

ବୋଲଗଡ଼ ମଣ୍ଡଳରେ ଉଲ୍ଲାସ ସମ୍ବର୍ଦ୍ଧନା ସମାରୋହ ଏବଂ କ୍ରୀଡାପ୍ରତିଯୋଗିତା ନିମିତ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଚିଲିକା, ୨୮।୮: ଶୁକ୍ରବାର ଦିନ ବୋଲଗଡ଼ ମଣ୍ଡଳ ଅନ୍ତର୍ଗତ ପିଏମ ଶ୍ରୀ ବାମନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରମୋଦ କୁମାର ସ୍ୱାଇଁଙ୍କ ପୌରୋହିତ୍ୟରେ ଓ ଶିକ୍ଷକ ସୁସ୍ମିକାନ୍ତ ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ଡ. ପ୍ରଜ୍ଞା ପାରମିତା ଜେନା, ମୁଖ୍ୟବକ୍ତା ଭାବେ ଖୋର୍ଦ୍ଧା ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଦିଲ୍ଲୀପ କୁମାର ମୁଦି, ସମ୍ମାନିତ ଅତିଥି ରୂପେ ବୋଲଗଡ ଶୈକ୍ଷିକ ଉନ୍ନୟନ… Continue reading ବୋଲଗଡ଼ ମଣ୍ଡଳରେ ଉଲ୍ଲାସ ସମ୍ବର୍ଦ୍ଧନା ସମାରୋହ ଏବଂ କ୍ରୀଡାପ୍ରତିଯୋଗିତା ନିମିତ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନାଚୁଣୀ ସମବାୟ ସମିତିରେ ଚାଷୀ ପଞ୍ଜିକରଣ ଏକ ପ୍ରହସନ

ଚିଲିକା, ୨୭। ୮: ଚ଼ଳିତବର୍ଷ ବାଣପୁର ବ୍ଳକ ଅନ୍ତର୍ଗତ ନାଚୁଣୀ ସେବା ସମବାୟ ସମିତି ଅଧିନରେ ଥିବା ଚାଷୀମାନଙ୍କର ଚାଷୀ ପଞ୍ଜିକରଣ ନିମନ୍ତେ କରାଯାଉଥିବା ପଞ୍ଜିକରଣ ଏକ ପ୍ରହସନରେ ପରିଣତ ହୋଇଛି । ଆଗାମୀ ବର୍ଷ ଅମଳ ପରେ ମଣ୍ଡିରେ ଚାଷୀମାନେ ଦେବାକୁଥିବା ଧାନର ଉଚିତ ମୂଲ୍ୟ ପାଇବା ଆଶାରେ ଚାଷବାସ ଛାଡି ବାରମ୍ବାର ସମବାୟ ସମିତିକୁ ଦୌଡୁଥିବା ବେଳେ ସେମାନଙ୍କର ପଞ୍ଜିକରଣ ହୋଇ ନ ପାରିବାରୁ ଚାଷୀମାନେ ଖୁବ୍ଧ ହେବା ସହିତ ଆମର ଚିଲିକା ପ୍ରତିନିଧିଙ୍କ… Continue reading ନାଚୁଣୀ ସମବାୟ ସମିତିରେ ଚାଷୀ ପଞ୍ଜିକରଣ ଏକ ପ୍ରହସନ

ଶ୍ରୀ ସତ୍ୟସାଇ ସେବା ସମିତି ତରଫରୁ ରକ୍ଷା ବନ୍ଧନ ଉତ୍ସବ ପାଳିତ।

ଚିଲିକା, ୨୭ । ୮: ଆଜି ପୂର୍ବାହ୍ମ ୧୦.୩୦ ମିନିଟ ସମୟରେ ଶ୍ରୀ ସତ୍ୟସାଇ ସେବା ସମିତି, ବାଣପୁର ଠାରେ ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ” ଗୋ ପୂଜନ ଓ ସମ୍ବର୍ଦ୍ଧନା”ଏବଂ ଶ୍ରୀ ସତ୍ୟସାଇ ବାଳ ବିକାଶ ଛାତ୍ର ,ଛାତ୍ରୀ ମାନଙ୍କ ହସ୍ତରେ “ରାକ୍ଷୀ ବନ୍ଧନ”ସହ ମିଷ୍ଟାନ୍ନ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବାଳ ବିକାଶ ପିଲାମାନଙ୍କୁ ନେଇ ସମିତିର ଗୁରୁ ଓ ଗୁରୁମା ମାନେ ଏହି କାର୍ଯ୍ୟରେ ଅଂଶ ଗ୍ରହଣ କରିଥିଲେ। ଶିଶିର ଗୁରୁଜୀ,ଜୟକୃଷ୍ଣ… Continue reading ଶ୍ରୀ ସତ୍ୟସାଇ ସେବା ସମିତି ତରଫରୁ ରକ୍ଷା ବନ୍ଧନ ଉତ୍ସବ ପାଳିତ।

You cannot copy content of this page