ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା

ଭୁବନେଶ୍ୱର: ସରକାରୀ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ଆହୁରି ମଧ୍ୟ ଶିକ୍ଷକଙ୍କୁ ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ। ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ । ଏସବୁ ପାଇଁ ଆବେଦନକାରୀମାନେ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ… Continue reading ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା

ବଢିଲା ଗଣଶିକ୍ଷକଙ୍କ ଦରମା

ବଢିଲା ଗଣଶିକ୍ଷକଙ୍କ ଦରମା । ଗଣଶିକ୍ଷକଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଓଟିଇଟି ପାସ୍ କରିଥିବା ଗଣଶିକ୍ଷକ ହେବେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ । ଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ । ଓଟିଇଟି ପାସ୍ କରିଥିବା ଗଣଶିକ୍ଷକ ହେବେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ । ଏହାଦ୍ୱାରା ରାଜ୍ୟର ୧ ହଜାର ୪୭୨ ଜଣ ଗଣଶିକ୍ଷକ ଉପକୃତ ହେବେ । ସେହିପରି ଓଟିଇଟି ପାସ୍ କରି ନଥିବା ଗଣଶିକ୍ଷକ ମାନଙ୍କ… Continue reading ବଢିଲା ଗଣଶିକ୍ଷକଙ୍କ ଦରମା

You cannot copy content of this page