ବେତନଟୀ: ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଯାଇଛି। ବେତନଟୀ ବ୍ଲକ ବିଡ଼ିଓ ସୁଶାନ୍ତ କୁମାର ସୁତାରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଡ଼ସାହି ବିଧାୟକ ସନାତନ ବିଜୁଳି ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୌଶଲ୍ୟା ମାଝୀ, ଉପାଧ୍ୟକ୍ଷ ଦେବଦତ୍ତ ତିଆଡ଼ି, ଜିଲ୍ଲାପରିଷଦ ସଦସ୍ୟ ବିଶ୍ୱନାଥ ହେମ୍ବ୍ରମ, ବ୍ଲକ ଶିକ୍ଷା ଅଧିକାରୀ ବିପ୍ଳବ କର, ମଣ୍ଡଳ ସଭାପତି ରାଜୀବ ନନ୍ଦୀ,… Continue reading ବେତନଟୀ ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ସମାରୋହ
ବେତନଟୀ ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ସମାରୋହ
