ପ୍ରଥମ ପର୍ୟ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

୨୦୨୪ ସାଧାରଣ ନିର୍ବାଚନ ନେଇ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଆଜି ପ୍ରକାଶ ପାଇଛି ପ୍ରଥମ ପର୍ୟ୍ୟାୟ ନିର୍ବାଚନ ବିଜ୍ଞପ୍ତି । ନିର୍ବାଚନ ତାରିଖ ଘୋଷଣା ହେବା ପରେ ଆଜି ନାମାଙ୍କନ ଦାଖଲ, ପ୍ରତ୍ୟାହାର ଏବଂ ପ୍ରାର୍ଥୀପତ୍ର ଯାଞ୍ଚ ନେଇ ସମ୍ପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଏପ୍ରିଲ ୧୯ରେ ହେବାକୁ ଥିବା ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଛି। ନାମାଙ୍କନପତ୍ର ଦାଖଲ କରିବାର ଶେଷ… Continue reading ପ୍ରଥମ ପର୍ୟ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ: ମନମୋହନ ସାମଲ

ଆଜି ସକାଳେ ଦିଲ୍ଲୀରୁ ଫେରିବା ପରେ ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ଓ ସରକାର ଗଠନ କରିବ ବୋଲି ମନମୋହନ ସାମଲ ସ୍ପଷ୍ଟ କରିଛନ୍ତି I ପୁଣି ଥରେ ନିଜ ପୁରୁଣା କଥା ଦୋହରାଇଛନ୍ତି। ମନମୋହନ କହିଛନ୍ତି, ଓଡ଼ିଶାରେ ବିଜେପିର ସରକାର ହେବ । ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେଉ ନ ଥିବା ନେଇ ଏବେ ଏକ ପ୍ରକାର ସ୍ପଷ୍ଟ ହୋଇ ସାରିଥିବା ଚର୍ଚ୍ଚା ହେଉଛି। ଓଡ଼ିଶାର ଅସ୍ମିତାକୁ ନେଇ ଆମେ ଲୋକଙ୍କ ପାଖକୁ ଯିବୁ, ନିର୍ବାଚନ… Continue reading ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ: ମନମୋହନ ସାମଲ

You cannot copy content of this page