ଚିଲିକା: ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଦୃଢ଼ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଅପରାହ୍ନରେ ବାଲୁଗାଁ ଥାନା ପରିସରରେ ‘ଆମ ପୋଲିସ କାର୍ଯ୍ୟକ୍ରମ’ ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରିଣୀ ଶ୍ରୀମତୀ ଶ୍ରଦ୍ଧା ନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସାମାଜିକ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଥିଲା ସାଇବର ଠକେଇରୁ ସତର୍କ ରହିବା, ନିଶାମୁକ୍ତ ସମାଜ ଗଠନ ଏବଂ ଯୁବପିଢ଼ିଙ୍କୁ ନିଶାର କବଳରୁ ଦୂରେଇ ରଖିବା। ଏଥିରେ ମୋବାଇଲ ମାଧ୍ୟମରେ… Continue reading ବାଲୁଗାଁ ଥାନାରେ ଆମ ପୋଲିସ କାର୍ଯ୍ୟକ୍ରମ: ସାଇବର ଠକେଇ ଓ ନିଶା ମୁକ୍ତି ଉପରେ ଗୁରୁତ୍ୱ
ବାଲୁଗାଁ ଥାନାରେ ଆମ ପୋଲିସ କାର୍ଯ୍ୟକ୍ରମ: ସାଇବର ଠକେଇ ଓ ନିଶା ମୁକ୍ତି ଉପରେ ଗୁରୁତ୍ୱ