ଆମ ପୋଲିସ କାର୍ଯ୍ୟକ୍ରମ: ସାଇବର ଠକେଇ ଓ ନିଶା ମୁକ୍ତି ଉପରେ ଗୁରୁତ୍ୱ

ବାଲୁଗାଁ: ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଦୃଢ଼ କରିବା ଉଦ୍ଦେଶ୍ୟରେ ବାଲୁଗାଁ ଥାନା ପରିସରରେ ‘ଆମ ପୋଲିସ କାର୍ଯ୍ୟକ୍ରମ’ ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରିଣୀ ଶ୍ରଦ୍ଧା ନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସାମାଜିକ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା I କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଥିଲା ସାଇବର ଠକେଇରୁ ସତର୍କ ରହିବା, ନିଶାମୁକ୍ତ ସମାଜ ଗଠନ ଏବଂ ଯୁବପିଢ଼ିଙ୍କୁ ନିଶାର କବଳରୁ ଦୂରେଇ ରଖିବା। ଏଥିରେ ମୋବାଇଲ ମାଧ୍ୟମରେ ଆସୁଥିବା ଲୋଭନୀୟ ଅଫରରୁ… Continue reading ଆମ ପୋଲିସ କାର୍ଯ୍ୟକ୍ରମ: ସାଇବର ଠକେଇ ଓ ନିଶା ମୁକ୍ତି ଉପରେ ଗୁରୁତ୍ୱ

ଜୟଦେବ ନିର୍ବାଚନ ମଣ୍ଡଳୀରେ ବିଜୁ ପ୍ରେମିଙ୍କ ବିରାଟ ବାଇକ୍ ଶୋଭାଯାତ୍ରା

ବାଲିଅନ୍ତା,୧୭/୪/୨୬) : ଗଲା ସାଧାରଣ ନିର୍ବାଚନ ପରେ ଆଜି ଜୟଦେବ ନିର୍ବାଚନ ମଣ୍ଡଳୀରେ ବିଜୁ ପ୍ରେମିଙ୍କ ବିରାଟ ବାଇକ୍ ଶୋଭାଯାତ୍ରା ଦେଖିବାକୁ ମିଳିଥିଲା। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥି ଅବସରରେ ବାଲିଅନ୍ତା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି ସଭା ଓ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ପରୀପ୍ରେକ୍ଷୀରେ ହଜାର ହଜାର ବିଜୁ ପ୍ରେମୀ ଏକତ୍ରିତ ହୋଇ ବେଣ୍ଟପୁର ପଞ୍ଚାୟତ ଦେଢ଼ାଳୋ ଛକସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ମାଲ୍ୟାର୍ପଣ କରିବା ସହ “ବିଜୁ ପଟ୍ଟନାୟକ ଅମର… Continue reading ଜୟଦେବ ନିର୍ବାଚନ ମଣ୍ଡଳୀରେ ବିଜୁ ପ୍ରେମିଙ୍କ ବିରାଟ ବାଇକ୍ ଶୋଭାଯାତ୍ରା

ସାମ୍ବାଦିକ ସଂଘ ପକ୍ଷରୁ ନୂତନ ଥାନା ଅଧିକାରୀଙ୍କୁ ସମ୍ବର୍ଦ୍ଧନା

କୋକସରା,୧୩।୫ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସୀମାନ୍ତ ଆମପାଣି ଥାନାରେ ନୂତନ ଥାନା ଅଧିକାରୀ ଭାବେ ଜୟପ୍ରକାଶ ନାରାୟଣ ହୋତା ଯୋଗଦେଇଛନ୍ତି। ଏହି ପରିପ୍ରେକ୍ଷୀରେ କୋକସରା ବ୍ଲକ ସାମ୍ବାଦିକ ସଂଘ (କେବିଏସ୍ଏସ୍) ପକ୍ଷରୁ ମଙ୍ଗବାର ଥାନା ଅଧିକାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସଂଘର ସଭାପତି ଚକ୍ରଧର ବେଶ୍ରା, ସମ୍ପାଦକ ଜଗଦୀଶ ନାଏକ, ଉପ ସଭାପତି ହିରଣ୍ୟ ବେହେରା, ସହ ସମ୍ପାଦକ ପରେଶ ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ବିଜୟ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହି… Continue reading ସାମ୍ବାଦିକ ସଂଘ ପକ୍ଷରୁ ନୂତନ ଥାନା ଅଧିକାରୀଙ୍କୁ ସମ୍ବର୍ଦ୍ଧନା

You cannot copy content of this page