ଯୁବ ସମାଜସେବୀ ରଞ୍ଜନ ମହାପାତ୍ରଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

ବାଲିଅନ୍ତା:- ମାଆ ପାଇଁ ଗଛଟିଏ 2.o ଅଭିଯାନ ଉପଲକ୍ଷେ ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରୁଣେଇ ଶିଆଳିଆଠାରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲିଅନ୍ତା ବ୍ଲକ୍ ଯଶୁଆପୁର ଗ୍ରାମର ଯୁବ ସମାଜସେବୀ ରଞ୍ଜନ କୁମାର ମହାପାତ୍ର ଙ୍କୁ ସମ୍ମାନ ଜନକ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଅଛି। ପରିବେଶ ସୁରକ୍ଷା,ନୂତନ ଜଙ୍ଗଲ ସୃଷ୍ଟି ଏବଂ ପରିବେଶ ସଚେତନତା ଭଳି ଉଲ୍ଲେଖନୀୟ କାର୍ଯ୍ୟକ୍ରମ କରୁଥିବାରୁ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ପ୍ରକୃତି… Continue reading ଯୁବ ସମାଜସେବୀ ରଞ୍ଜନ ମହାପାତ୍ରଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

You cannot copy content of this page