ନୂଆଦିଲ୍ଲୀ: ସଂସଦର ଉଭୟ ଗୃହରେ ଉତ୍ତେଜନା ଦେଖାଦେଇଛି । ବାବା ସାହେବ ଭୀମରାଓ ଆମ୍ବେଦକର ପ୍ରସଙ୍ଗରେ ଉଭୟ ଗୃହରେ ଉଭୟ କଂଗ୍ରେସ ଏବଂ ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟ ମଧ୍ୟରେ ମକର ଦ୍ୱାରରେ ଉଭୟ ଦଳର ଏମପିଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି । ଏହି ସମୟରେ ପେଲା ଠେଲା ହୋଇଥିଲା। ଫଳରେ ଭାଜପା ଏମପି ପ୍ରତାପ ଷଡଙ୍ଗୀଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଦେଖିବାକୁ ମିଳିଥିଲା। ଭାଜପା ଏମପି ମୁକେଶ ରାଜପୁତ ମଧ୍ୟ ଆହତ ହୋଇଥିଲେ।… Continue reading ସଂସଦ ଗୃହରେ ଠେଲାପେଠା, ପ୍ରତାପ ଷଡଙ୍ଗୀ ଆହତ
ସଂସଦ ଗୃହରେ ଠେଲାପେଠା, ପ୍ରତାପ ଷଡଙ୍ଗୀ ଆହତ
