ବାଲ୍ୟ ବିବାହ ନିଷେଧ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ

କଡାକଡି ଲାଗୁହେବ ବାଲ୍ୟବିବାହ ନିଷେଧ ଆଇନ। ପୁରୀ: ବାଲ୍ୟ ବିବାହ ସଭ୍ୟ ସମାଜ ରେ ଏକ ଘୃଣ୍ୟ କାର୍ଯ୍ୟ।ଏହା ପ୍ରତ୍ୟେକ ଶିଶୁମାନଙ୍କ ପାଇଁ ହିଂସା ସଦୃଶ। ଏହା ଦ୍ୱାରା ଶିଶୁଟି ତାର ଶିକ୍ଷା ଓ ସ୍ବାସ୍ଥ୍ୟ ଅଧିକାରରୁ ବଂଚିତ ହୋଇଥାଏ ଓ ଅନେକ ଅସୁବିଧା ଜନକ ପରିସ୍ଥିତି ଦେଇ ଗତିକରିଥାଏ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ। ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲଙ୍କ କାର୍ଯ୍ୟାଳୟ ପରିସରରେ ବାଲ୍ୟ ବିବାହକୁ ଜିଲ୍ଲାରେ ସମ୍ପୂର୍ଣ୍ଣ ବନ୍ଦ କରିବା ଲକ୍ଷ୍ୟରେ… Continue reading ବାଲ୍ୟ ବିବାହ ନିଷେଧ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ

ନାଚୁଣୀ ମହାବିଦ୍ୟାଳୟ ବିଜ୍ଞାନ ସଂସଦ ବାର୍ଷିକ ଉତ୍ସବ ପାଳିତ

Nachuni College Science Parliament celebrates its annual festival.

ଚିଲିକା,୨୮।୧: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ମହାବିଦ୍ୟାଳୟର ୪୪ତମ ବାର୍ଷିକ ସାଂସ୍କୃତିକ ସମାରୋହ ଅନୁଷ୍ଠିତ ହୋଇଯାଇଅଛି। ପ୍ରଥମ ଦିବସରେ ଅନୁଷ୍ଠିତ “ବିଜ୍ଞାନ ସଂସଦର ବାର୍ଷିକ ଉତ୍ସବ”ରେ ଯୋଗଦେଇଥିବା ଅତିଥିମାନେ ଶ୍ରୀ ଜଗନ୍ନାଥଙ୍କ ବିଗ୍ରହରେ ଧୂପପୁଷ୍ପ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ ବାର୍ଷିକ ଉତ୍ସବକୁ ଉଦଘାଟନ କରିଥିଲେ।କଲେଜର ଅଧ୍ୟକ୍ଷ ରାଜକିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଓ ଅଧ୍ୟାପିକା ଲୀନା ନଦିଜାଙ୍କ ସଂଯୋଜନାରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ସଭାରେ ପ୍ରାରମ୍ଭିକ ସଙ୍ଗୀତ ଗାନ… Continue reading ନାଚୁଣୀ ମହାବିଦ୍ୟାଳୟ ବିଜ୍ଞାନ ସଂସଦ ବାର୍ଷିକ ଉତ୍ସବ ପାଳିତ

କଲରଙ୍ଗୀଅତା ତାରିଣୀ ମାର୍କେଟଠାରେ ରଥଟାଣିଲେ ଭକ୍ତ

ଯାଜପୁର: ପବିତ୍ର ରଥଯାତ୍ରା ସାରା ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ସମସ୍ତ ରାଜ୍ୟବାସୀ ତଥା ଭକ୍ତଗଣ ଆନନ୍ଦର ସହ ପ୍ରତ୍ୟେକ ଜଗନ୍ନାଥ ମନ୍ଦିରରେ ରଥଟାଣିଥିବା ଦେଖିବାକୁ ମିଳିଥିଲା । ଏହାଛଡ଼ା ଆମ ଦେଶରେ ମଧ୍ୟ ଅନେକ ସ୍ଥାନରେ ମହାପ୍ରଭୁଙ୍କ ରଥଟଣା ଯାଇଥିବା ଦେଖିବାକୁ ମିଳିଛି । ଏହି ଅବସରରେ ଯାଜପୁର ଜିଲ୍ଲା କଲରଙ୍ଗୀ ତାରିଣୀ ମାର୍କେଟ ଆର୍ଡି କମ୍ପ୍ଲେକ୍ସରେ ମଧ୍ୟ ଅନୁରୂପ ଆନନ୍ଦର ସହକାରେ ଭକ୍ତମାନେ… Continue reading କଲରଙ୍ଗୀଅତା ତାରିଣୀ ମାର୍କେଟଠାରେ ରଥଟାଣିଲେ ଭକ୍ତ

ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ ଶୋ’

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳୁ ପୁରୀ ରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିବା ପରେ କରିଛନ୍ତି ବିଶାଳ ରୋଡ ଶୋ’ । ପୁରୀରେ ଦେଖିବାକୁ ମିଳିଲା ମୋଦି ମ୍ୟାଜିକ । ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ଆଜି ସକାଳୁ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଦେଖିବାକୁ ମିଳିଥିଲା ପ୍ରବଳ ଲୋକ ଗହଳି। ଗତ ରାତିରେ ଭୁବନେଶ୍ୱରରେ ପହଞ୍ଚଥିବା ପ୍ରଧାନମନ୍ତ୍ରୀ ମୋଦି ରାଜଭବନରେ ରାତ୍ରୀ ଯାପନ କରିଥିଲେ। ଆଜି ସକାଳ ୭ଟା ସୁଦ୍ଧା ସେ… Continue reading ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ ଶୋ’

ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର

ଭୁବନେଶ୍ୱର: ପୁରୀରେ ହେବାକୁ ଯାଉଛି ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର । ଏହାର ନିର୍ମାଣ କାମ ପିପିପି ମୋଡରେ କରାଯିବ । ଏଥିପାଇଁ୨୨୦୩ କୋଟି ଟଙ୍କାର ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ୧୦୯୫ ଦିନ ବା ୩ବର୍ଷ ଭିତରେ ବିମାନବନ୍ଦର କାର୍ଯ୍ୟ ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି ।ଏୟାରପୋର୍ଟ ଜମି ଅଧିଗ୍ରହଣ ପାଇଁ ପରିବେଶ ମଞ୍ଜୁରୀ ମିଳିଥିବା ବେଳେ ବିମାନ ଚଳାଚଳ କରିବା ପାଇଁ ଆବଶ୍ୟକ ପରିବେଶ ଆସେସେମେଣ୍ଟ କ୍ଲିୟରାନ୍ସ ଓ ସିଆରଜେଡ… Continue reading ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର

You cannot copy content of this page