ପୁରୀରେ ଟ୍ରାଫିକ କଟକଣା

Traffic restrictions in puri for President Droupadi Murmu’s navy day celebration

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ସକାଳେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ପୁରୀରେ ଟ୍ରାଫିକ୍‌ କଟକଣା କରାଯାଇଛି। ଏଥିସହ ନୌସେନା ଦିବସ କାର୍ୟ୍ୟକ୍ରମ ପାଇଁ ବ୍ୟାପକ ଟ୍ରାଫିକ୍ କଟକଣା ଜାରି କରିଛି ପୁରୀ ପୁଲିସ। ଭୁବନେଶ୍ୱରରୁ ଆସୁଥିବା ଦୁଇ ଚକିଆ ଯାନ ବାଟଗାଁଠାରୁ ବାଇପାସରେ ଆସି ହୋଟେଲ ଷ୍ଟଲିଂ ନିକଟରେ ପାର୍କିଂ କରିବେ । ଚାରିଚକିଆ ଯାନ ମାଳତୀ ପାଟପୁର ଦେଇ ତାଳବଣିଆରେ ପାର୍କିଂ କରିବେ। କୋଣାର୍କ ପଟରୁ… Continue reading ପୁରୀରେ ଟ୍ରାଫିକ କଟକଣା

ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ଗଲା ରତ୍ନ ଭଣ୍ଡାର ଅଳଙ୍କାର

ଖୋଲିଛି ଶ୍ରୀମନ୍ଦିରର ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର। ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ୧୧ଜଣିଆ କମିଟି, ରତ୍ନଭଣ୍ଡାର ତଦାରଖ ପାଇଁ ଭିତରକୁ ଯାଇ ଅନୁଧ୍ୟାନ କରିଛନ୍ତି। ବାହାର ଭଣ୍ଡାର ତାଲା ଚାବିରେ ଖୋଲିଥିବାବେଳେ ଭିତର ଭଣ୍ଡାର ତାଲା ଭଙ୍ଗା ଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ବାହାର ଭଣ୍ଡାର ରତ୍ନ ଅଳଙ୍କାର ସବୁ ସ୍ଥାନାନ୍ତର ହୋଇଛି। ଭିତର ଭଣ୍ଡାର ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ସବୁର ସ୍ଥାନାନ୍ତର ରଥଯାତ୍ରା ପରେ ଆଉ କୌଣସି ଏକ… Continue reading ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ଗଲା ରତ୍ନ ଭଣ୍ଡାର ଅଳଙ୍କାର

କଲରଙ୍ଗୀଅତା ତାରିଣୀ ମାର୍କେଟଠାରେ ରଥଟାଣିଲେ ଭକ୍ତ

ଯାଜପୁର: ପବିତ୍ର ରଥଯାତ୍ରା ସାରା ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ସମସ୍ତ ରାଜ୍ୟବାସୀ ତଥା ଭକ୍ତଗଣ ଆନନ୍ଦର ସହ ପ୍ରତ୍ୟେକ ଜଗନ୍ନାଥ ମନ୍ଦିରରେ ରଥଟାଣିଥିବା ଦେଖିବାକୁ ମିଳିଥିଲା । ଏହାଛଡ଼ା ଆମ ଦେଶରେ ମଧ୍ୟ ଅନେକ ସ୍ଥାନରେ ମହାପ୍ରଭୁଙ୍କ ରଥଟଣା ଯାଇଥିବା ଦେଖିବାକୁ ମିଳିଛି । ଏହି ଅବସରରେ ଯାଜପୁର ଜିଲ୍ଲା କଲରଙ୍ଗୀ ତାରିଣୀ ମାର୍କେଟ ଆର୍ଡି କମ୍ପ୍ଲେକ୍ସରେ ମଧ୍ୟ ଅନୁରୂପ ଆନନ୍ଦର ସହକାରେ ଭକ୍ତମାନେ… Continue reading କଲରଙ୍ଗୀଅତା ତାରିଣୀ ମାର୍କେଟଠାରେ ରଥଟାଣିଲେ ଭକ୍ତ

ଆଜି ପବିତ୍ର ଅକ୍ଷୟ ତୃତୀୟା; ଅକ୍ଷିମୁଠି ଅନୁକୂଳ

ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହୋଇଯାଇଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ଅନୁକୁଳ ନୀତି ଓ ଚନ୍ଦନଯାତ୍ରା। ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ ଫୁଟିଆ ଧଉରା କାଠକୁ ରଖାଯାଇଛି। ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହୋଇଯାଇଛି । ଶ୍ରୀମନ୍ଦିରରୁ ବିମାନ ବିଜେ କରିବା ପରେ ରଥଖଳାରେ ବନଯାଗ ବିଧିରେ… Continue reading ଆଜି ପବିତ୍ର ଅକ୍ଷୟ ତୃତୀୟା; ଅକ୍ଷିମୁଠି ଅନୁକୂଳ

ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଲା ରଥଦଉଡ଼ି। ସମୁଦାୟ ୨୬ଟି ଦଉଡ଼ି ଶ୍ରୀମନ୍ଦିର କାର୍ୟ୍ୟାଳୟରେ ପହଞ୍ଚିଛି। ତିନିରଥ ପାଇଁ ୧୪ ଖଣ୍ଡ ରଥଟଣା ଦଉଡି ଥିବାବେଳେ ଆଉଟର୍, ଇନର୍, ଜେନେରାଲ୍ ଓ ପୁଲିସ ପାଇଁ ତିନୋଟି ଲେଖାଏଁ ସମୁଦାୟ ୧୨ଟି ଦଉଡ଼ି ରହିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରସ୍ତୁତ କରାଯାଇଛି ଏହି ଦଉଡ଼ିକୁ। ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ… Continue reading ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ବୀରମହାରାଜପୁର ଏନ୍ଏସି ଘୋଷିତ

ଭୁବନେଶ୍ୱର: ରାଜ୍ୟ ସରକାର ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଛି । ବୀରମହାରାଜପୁରକୁ ଏନ୍ଏସି ମାନ୍ୟତା ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ… Continue reading ବୀରମହାରାଜପୁର ଏନ୍ଏସି ଘୋଷିତ