ଆଇକନ ଷ୍ଟାର ଅଲୁ ଅର୍ଜୁନଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ଥିଲା। ଗତ ତିନିବର୍ଷ ଧରି ନିର୍ମାଣ ହେଉଥିବା ଏହି ଆକ୍ସନ୍ ଥ୍ରୀଲର ଫିଲ୍ମ ଶେଷରେ ଡିସେମ୍ବର ୫ରେ ସାରା ବିଶ୍ୱରେ ରିଲିଜ୍ ହୋଇଥିଲା। ସୁକୁମାରଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରର ଟିଜର, ଟ୍ରେଲର ଏବଂ ଗୀତ ଦର୍ଶକଙ୍କ ଉତ୍ସାହକୁ ଖୁବ ବଢ଼ାଇଥିଲା। ଏହି କାରଣରୁ ଫିଲ୍ମଟି ଆଡଭାନ୍ସ ବୁକିଂରୁ ହିଁ କୋଟି କୋଟି ଟଙ୍କା ଆୟ କରିଥିଲା।… Continue reading ୧୫୦୦କୋଟି କ୍ଲବରେ ଏଣ୍ଟ୍ରି ମାରିଲା ‘ପୁଷ୍ପା-୨’
୧୫୦୦କୋଟି କ୍ଲବରେ ଏଣ୍ଟ୍ରି ମାରିଲା ‘ପୁଷ୍ପା-୨’
