ଅଦିନିଆ ବର୍ଷା ବିଗାଡିଦେଲା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ

Farmers' rice fields are floating in the open air.

ଖୋଲା ଆକାଶ ତଳେ ପାଣିରେ ଭାଷୁଛି ଚାଷୀଙ୍କ ଧାନ କଳାହାଣ୍ଡି, ୨୬|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ସବୁ ଠାରୁ ବଡ଼ ଆରଏମସି ହେଉଛି ଜୁନାଗଡ଼ ଆରଏମସି । ହେଲେ ଜୁନାଗଡ଼ ଏତେବଡ଼ ଆରଏମସି ଥାଇ ମଧ୍ୟ ଆଜି ପର୍ଯ୍ୟନ୍ତ ମଣ୍ଡି ବ୍ୟବସ୍ଥା ସୁଧୁରି ପାରିନାହିଁ । ମଣ୍ଡିର ଭିତ୍ତିଭୂମି ନିର୍ମାଣ ପାଇଁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ୨ପ୍ରତିଶତ ନେଉଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ମଣ୍ଡି ବ୍ୟବସ୍ଥା ଫେଲ ମାରିଛି । ବର୍ତ୍ତମାନ ଏବେ… Continue reading ଅଦିନିଆ ବର୍ଷା ବିଗାଡିଦେଲା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ

ବଜ୍ରାଘାତରେ ପ୍ରାଣ ହରାଇଲେ ଧର୍ମପରାୟଣ ବ୍ୟକ୍ତି ହରିହର

ଭୂବନ: ବଜ୍ରାଘାତରେ ଚାଲିଗଲା ହରିହରଙ୍କ ଜୀବନ । ଆଜି ଓଡ଼ିଶ ଗ୍ରାମର ହରିହର ନାମ ଜଣେ ବ୍ୟକ୍ତି ନିଜ ଚାଷ କ୍ଷେତ୍ରକୁ ଯାଇଥିବାବେଳେ ସେହି ସମୟରେ ବଜ୍ରାଘାତ ମାରିବାରୁ ସେ ଗୁରୁତର ହୋଇପଡ଼ିଥିଲେ । ତାଙ୍କୁ ଗୁୁରୁତର ଅବସ୍ଥାରେ ସ୍ଥାନୀୟ ଅଂଚଳ ଭୂବନ ଡାକତରଖାନରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି । ହରିହର ନିଜ ଗ୍ରାମ ତଥା ଆଖପାଖ ଅଂଚଳରେ ଜଣେ ଜଣାଶୁଣା ଧର୍ମପରାୟଣ ବ୍ୟକ୍ତି ଭାବେ ପରିଚିତ… Continue reading ବଜ୍ରାଘାତରେ ପ୍ରାଣ ହରାଇଲେ ଧର୍ମପରାୟଣ ବ୍ୟକ୍ତି ହରିହର

ମଙ୍ଗଳବାର, ବୁଧବାର ପ୍ରବଳ ବର୍ଷା ଓ କୁଆପଥର ମାଡ଼!

ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ଆସନ୍ତାକାଲି ମଙ୍ଗଳବାର ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଅନୁଗୋଳ, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ କୁଆପଥର ବର୍ଷା ଏବଂ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଏହି ସବୁ… Continue reading ମଙ୍ଗଳବାର, ବୁଧବାର ପ୍ରବଳ ବର୍ଷା ଓ କୁଆପଥର ମାଡ଼!

You cannot copy content of this page