ଆଜି ପବିତ୍ର ଅକ୍ଷୟ ତୃତୀୟା; ଅକ୍ଷିମୁଠି ଅନୁକୂଳ

ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହୋଇଯାଇଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ଅନୁକୁଳ ନୀତି ଓ ଚନ୍ଦନଯାତ୍ରା। ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ ଫୁଟିଆ ଧଉରା କାଠକୁ ରଖାଯାଇଛି। ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହୋଇଯାଇଛି । ଶ୍ରୀମନ୍ଦିରରୁ ବିମାନ ବିଜେ କରିବା ପରେ ରଥଖଳାରେ ବନଯାଗ ବିଧିରେ… Continue reading ଆଜି ପବିତ୍ର ଅକ୍ଷୟ ତୃତୀୟା; ଅକ୍ଷିମୁଠି ଅନୁକୂଳ

You cannot copy content of this page