ଆହୁରି ୨ ମାସ ବଢିଲା E-KYC ଅବଧି

ଭୁବନେଶ୍ବର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଆହୁରି ୨ ମାସ ବଢିଲା E-KYC  ଅବଧି । ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରିପୋର୍ଟ ଅନୁସାରେ, ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଲୋକଙ୍କ ଋ-କଣଉ ଶେଷ ହୋଇଛି । ରାଜ୍ୟରେ ୩ କୋଟି ୨୫ ଲକ୍ଷ ୫୧ ହଜାର ୭୭୩ ଜଣ ହିତାଧିକାରୀଙ୍କ ଇ-କେୱାଇସି କରିବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ଧାର୍ୟ୍ୟ କରିଥିଲେ। ଏବେ ଯାଏ ୮ ଲକ୍ଷ ରାସନ କାର୍ଡ… Continue reading ଆହୁରି ୨ ମାସ ବଢିଲା E-KYC ଅବଧି

ରାସନ କାର୍ଡ ତାଲିକାରୁ କଟି ଯାଇପାରେ ୭୦ ଲକ୍ଷ ହିତାଧିକାରୀଙ୍କ ନାଁ

ରାସନ କାର୍ଡ ତାଲିକାରୁ କଟି ଯାଇପାରେ ୭୦ ଲକ୍ଷ ହିତାଧିକାରୀଙ୍କ ନାଁ । କାରଣ ରାଜ୍ୟରେ ୬୯ ଲକ୍ଷ ୪୯ ହଜାର ୯୮୦ ଜଣ ହିତାଧିକାରୀ ଏପର୍ଯ୍ୟନ୍ତ ଇ-କେୱାଇସି କରିନାହାନ୍ତି । ଅଗଷ୍ଟ ମାସରୁ ରାସନ କାର୍ଡ ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର । ହେଲେ ବର୍ତ୍ତମାନ ରାଜ୍ୟରେ ସୁଦ୍ଧା ୬୯ ଲକ୍ଷ ୪୯ ହଜାର ୯୮୦ ଜଣ ଇ-କେୱାଇସି କରିନାହାନ୍ତି । ଏହା ଭିତରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ହିତାଧିକାରୀ ରହିଛନ୍ତି ।… Continue reading ରାସନ କାର୍ଡ ତାଲିକାରୁ କଟି ଯାଇପାରେ ୭୦ ଲକ୍ଷ ହିତାଧିକାରୀଙ୍କ ନାଁ

You cannot copy content of this page