ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତର ଉପକୂଳରେ ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ ବାତ୍ୟା ରେମାଲ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ପ୍ରାୟ ୧୧୦-୧୨୦ କିଲୋମିଟର ରହିବ। ବାତ୍ୟା ରେମାଲ ଉତ୍ତର ଦିଗକୁ ଗତି କରି, ଆହୁରି ତୀବ୍ର ହେବା ସହ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ମେ ୨୬ ମଧ୍ୟରାତ୍ରିରେ ଏକ ଭିଷଣ… Continue reading ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ
ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ
