ଅହମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ସମ୍ମୁଖୀନ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ। ତେଣୁ ୧୮ଶ ସଂସ୍କରଣରେ ଆଇପିଏଲ୍କୁ ମିଳିବ ନୂଆ ବିଜେତା। ବିରାଟ କୋହଲିଙ୍କ ଜର୍ସି ନମ୍ବର ହେଉଛି ୧୮। ପାଖାପାଖି ଦୁଇ ଦଶନ୍ଧି ଧରି ଏହି ତାରକା ବ୍ୟାଟର ହାତରେ ଟ୍ରଫି ଧରିବାକୁ ଅପେକ୍ଷା କରି ରହିଛନ୍ତି। ବିରାଟ କ୍ୟାରିୟରର ୪ର୍ଥ ଆଇପିଏଲ୍ ଫାଇନାଲ ଖେଳିବାକୁ ଯାଉଛନ୍ତି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହଜାର ହଜାର ଦର୍ଶକଙ୍କୁ ୧୮ ନମ୍ବର… Continue reading ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ
ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ
