ବାଲିଅନ୍ତା: ଶକୁନ୍ତଳା ଆର୍ଟ ଗ୍ୟାଲେରୀ ପକ୍ଷରୁ “ଇନର ଥଟ” ଶିର୍ଷକ ଏକ ଚିତ୍ରକଳା ପ୍ରଦର୍ଶନୀ ଆଜି ପୂର୍ବାହ୍ନ ରେ ଉଦଘାଟିତ ହୋଇଯାଇଛି। ଗ୍ୟାଲେରୀ ନିର୍ଦେଶକ ଜନାର୍ଦ୍ଦନ ପରମଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ରୂପେ ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ର, ସମ୍ମାନୀତ ଅତିଥି ଭାବରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପ୍ରଖ୍ୟାତ ଚିତ୍ରଶିଳ୍ପୀ ପଦ୍ମଶ୍ରୀ ବିନୋଦ ମହାରଣା ପ୍ରମୁଖ ଯୋଗଦେଇ ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଉଦବୋଧନ ଦେଇଥିଲେ। ଏଥିରେ ସମକାଳୀନ ଚିତ୍ର ଶିଳ୍ପୀମାନଙ୍କ… Continue reading ସମକାଳୀନ ଚିତ୍ର ପ୍ରଦର୍ଶନ
ସମକାଳୀନ ଚିତ୍ର ପ୍ରଦର୍ଶନ
